Breaking News

ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||     

କୋଦଳା କଲେଜର ସ୍ନାତକ ପରୀକ୍ଷାରେ ସଫଳତା ଅର୍ଜନ |

17-May-2026

ସ୍ନାତକ ପରୀକ୍ଷାରେ କୋଦଳା କଲେଜ ର ସଫଳତା 
ଓଡିଶା ଜନ ମତ କୋଦଳା, 

ସୂର୍ଯ୍ୟ ନାରାୟଣ ବଡୁ :----

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ର ଚଳିତ ବର୍ଷ ଯୁକ୍ତ ତିନି ସ୍ନାତକ  ପରୀକ୍ଷାଫଳ ପ୍ରକାଶିତ ପାଇଥିବା ବେଳେ ପ୍ରତ୍ୟକ ବିଭାଗରେ 10 ଜଣ ଲେଖାଏଁ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି ! ଏଥି ମଧ୍ୟରୁ କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତ୍ତକ ମହାବିଦ୍ୟାଳୟ ର ଛାତ୍ରୀ ସୁଶ୍ରୀ ସାଗରୀ ସାହୁ ଓଡ଼ିଆ ବିଭାଗ ରେ ଦଶ ଜଣଙ୍କ ମଧ୍ୟରୁ ତୃତୀୟ ସ୍ଥାନ ଏବଂ ରାଜନୀତି ବିଜ୍ଞାନ ବିଭାଗର ଛାତ୍ରୀ ସୁଶ୍ରୀ ବିଜୟଲକ୍ଷ୍ମୀ ମୁନି ଦଶ ଜଣଙ୍କ ମଧ୍ୟରେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି ! ଏହି ପରିପ୍ରେକ୍ଷୀରେ ମହାବିଦ୍ୟାଳୟର ଅଧ୍ୟକ୍ଷ ରଘୁନାଥ ମୁଦୁଲି ଏହି ସଫଳତା ପାଇଁ ଅତ୍ୟନ୍ତ ଖୁସି ପ୍ରକଟ କରିଥିବା ବେଳେ ଏ ସଫଳତା ର ଶ୍ରେୟ ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକାଙ୍କୁ ଦେଇଛନ୍ତି l ବିଶ୍ୱ ବିଦ୍ୟାଳୟ ସ୍ଥର ରେ ଏହି ମହାବିଦ୍ୟାଳୟ ଛାତ୍ରୀଙ୍କ ଏ ସଫଳତା ଅଭିଭାବକ ତଥା କୋଦଳା ଅଞ୍ଚଳ ପାଇଁ ଏକ ଖୁସିର ବାତାବରଣ ଆଣିଦେଇଛି l

News Comment

You Might Also Like

BACK TO TOP