Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଏବିଡ଼ିଓ ଙ୍କୁ ଦୁବ୍ୟବହାର କରିବା ଅଭିଯୋଗ ରେ ବିଜେଡିର ଅଭିଯୋଗ |

17-May-2026

ଏବିଡ଼ିଓଙ୍କୁ ଦୁବ୍ୟବହାର ଘଟଣାରେ ଦୁଇ ନେତାଙ୍କ ବିରୁଦ୍ଧରେ ବିଜେଡିର ଅଭିଯୋଗ |

ଟାଙ୍ଗୀ ଚୌଦ୍ଵାର ବ୍ଲକରେ ବିଭିନ୍ନ ଅଭିଯୋଗକୁ ଭିଭିକରି ଆଠଗଡ଼ ନିର୍ବାଚନ ମଣ୍ଡଳୀର ବିଜେପି ନେତାଏବିଡ଼ିଓଙ୍କୁ ଦୁବ୍ୟବହାରପ୍ରଦର୍ଶନ ଘଟଣାରେ,ଅଭୟ ଓ ଅରିନ୍ଦମ ବିରୁଦ୍ଧରେ ବିଜେଡିର ଅଭିଯୋଗ ହୋଇଛି | ଟାଙ୍ଗୀ ଚୌଦ୍ଵାର ବ୍ଲକରେ ବିଭିନ୍ନ ଅଭିଯୋଗକୁ ଭିଭିକରି ଆଠଗଡ଼ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅଭୟ ବାରିକ ଓ ଟାଙ୍ଗୀ ସାଲେପୁର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅରିନ୍ଦମ ରାୟ ବ୍ଳକ ଭିତରେ କାର୍ଯ୍ୟରତ ଥିବା ବ୍ଲକ ଏବିଡ଼ିଓ ଓ ଜଣେ ମହିଳା କର୍ମଚାରୀଙ୍କୁ ଦୁର୍ବ୍ଯବହାର କରିଥ‌ିବାର ଘଟଣା ସାମ୍ନାକୁ ଆସିଥିଲା । ଏହି ଘଟଣା ଉପରେ ଆଜି ଟାଙ୍ଗୀ ସ୍ଥିତ ଭେଟେରାନ କ୍ଳବ ଠାରେ ରେ ଟାଙ୍ଗୀ ସାଲେପୁର ବିଧାୟକ ପ୍ରଶାନ୍ତ ହରା ଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇଯାଇଛି। ସୂଚନାରୁ  ପ୍ରକାଶ  ଯେ ଏହି ବୈଠକରେ ଦୁଇ ବିଜେପି  ନେତା  ଓ ତାଙ୍କ କିଛି କର୍ମୀ ଙ୍କ ବିରୁଦ୍ଧରେ ଜୋରଦାର ବିରୋଧ ପ୍ରଦର୍ଶନ ସହ ଟାଙ୍ଗୀ ଥାନାରେ ଏତଲା ଦିଆଯିବା ସହିତ ଆସନ୍ତା ସୋମବାର ଦିନ ବ୍ଲକ ସମୁଖରେ ଧାରଣା ସହିତ ଆସନ୍ତା ସପ୍ତାହରେ ଅଭିଯୋଗ ହେବ ବୋଲି ବିଜେଡିର ବହୁ ନେତା କର୍ମୀ ଚିଫସେକ୍ରେଟାରୀ, ପିଡି, ଜିଲ୍ଲାପାଳ କଟକ ଓ ଗ୍ରାମାଞ୍ଚଳ ଡିଜିଙ୍କ ପାଖରେ
ମତ ପ୍ରକାଶ କରିଥିଲେ। ଏହି ପ୍ରସ୍ତୁତି ବୈଠକ ରେ ବ୍ଲକ ଅଧକ୍ଷା ମିନାକ୍ଷୀ ଦାସ, ଜିଲ୍ଲା ପରିଷଦ ଚିତ୍ତ ରଞ୍ଜନ ସାମଲ, ବିଜେଡି ବ୍ଲକ ସଭାପତି ଧୀରେନ୍ଦ୍ର ଜେଠୀ,କୃଷ୍ଣଚନ୍ଦ୍ର ଦାସ, ରାଜେଶ ରଞ୍ଜନ ଷଡ଼ଙ୍ଗୀ, ଜନ୍ମଜୟ ଖୁଲାର ଙ୍କ ସମେତ ଚବିଶ ଗୋଟି ପଂଚାୟତ ର ଶତାଧିକ ଛାମୁହାଁ କର୍ମୀ ମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP