Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ହତ୍ୟା କରି ଶବ ପୋତି ଦେବା ଘଟଣା ରେ , ଗଳିତ ଶବକୁ ଉଦ୍ଧାର କଲା ପୋଲିସ |

18-May-2026

ହତ୍ୟା କରି ଶବ ପୋତିଦେଲେ, ପୋଲିସ ଉଦ୍ଧାର କଲା ଗଳିତ ମୃତଦେହ,

ଓଡିଶା ଜନମତ ରାୟଗଡା, ୧୮/୦୫,

କାମେଶ୍ୱର କରକରିଆ : ------

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ତୋଟାଗୁଡା ଗ୍ରାମରେ ଘଟିଛି ଏକ ଚଞ୍ଚଲ୍ୟକର ହତ୍ୟାକାଣ୍ଡ। ଜଣେ ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରିବା ପରେ ମୃତଦେହକୁ ପାହାଡ଼ ଅଞ୍ଚଳରେ ପୋତି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ପୋତିଥିବା ସ୍ଥାନ ଖୋଳି ଗଳିତ ମୃତଦେହ ଉଦ୍ଧାର କରିଥିବା ବେଳେ ଘଟଣାରେ ଜଡିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି।ମୃତ ବୃଦ୍ଧ ଜଣକ ହେଲେ ତୋଟାଗୁଡା ଗ୍ରାମର କାଳିଆ ମାଣ୍ଡାଙ୍ଗି। ଅଭିଯୋଗ ଅନୁସାରେ, ପୂର୍ବ ଶତ୍ରୁତାକୁ ନେଇ ଗାଁର ଦୁଇ ଭାଇ ମିଥୁନ କାଲକା ଓ ଚିନାରାଓ କାଲକା କାଳିଆଙ୍କୁ ପଥରରେ ଛେଚି ହତ୍ୟା କରିଥିଲେ। ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ଗାଁ ନିକଟସ୍ଥ ପାହାଡ଼ ଅଞ୍ଚଳରେ ମୃତଦେହକୁ ପୋତି ଦେଇଥିଲେ।ଏନେଇ ମୃତକଙ୍କ ପୁଅ ବିଦ୍ୟାରାଓ ମାଣ୍ଡାଙ୍ଗି ଚାନ୍ଦିଲି ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। କୋଲନରା ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ମାଜିଷ୍ଟ୍ରେଟ ତଦନ୍ତ କରାଯାଇ ପୋତିଥିବା ସ୍ଥାନ ଖୋଳି ଗଳିତ ମୃତଦେହ ଉଦ୍ଧାର କରାଯାଇଥିଲା।ପରେ ରାୟଗଡା ଜିଲ୍ଲା ଡାକ୍ତରୀ ଟିମ୍‌ର ସହାୟତାରେ ଘଟଣାସ୍ଥଳରେ ହିଁ ଶବ ବ୍ୟବଚ୍ଛେଦ କରାଯାଇଥିଲା। ଶବ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଚାନ୍ଦିଲି ପୋଲିସ ଦୁଇ ଅଭିଯୁକ୍ତ ମିଥୁନ କାଲକା ଓ ଚିନାରାଓ କାଲକାଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି।

News Comment

You Might Also Like

BACK TO TOP