Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଆଁଳା ର ଗୁଣ ଜ୍ଞାନ ଓ ସ୍ୱାସ୍ଥ୍ୟ ଶିବିର |

19-May-2026

*ଅଁଳା ଗୁଣ ଜ୍ଞାନ ଓ ସ୍ଵାସ୍ଥ୍ୟ ଶିବିର **

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :----

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଅଁଳା ଗୁଣ ଜ୍ଞାନ ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଲେ ଅଁଳା ମର୍ତ୍ତ୍ୟ ଅମୃତ ସର୍ବ ରୁତୁରେ ଔଷଧି ରୂପେ ବ୍ୟବହାର କରାଗଲେ ମଧ୍ୟ ଗ୍ରୀଷ୍ମ ରୁତୁରେ ଏହା ନିହାତି ଆବଶ୍ୟକ।ଏହାର ରସ, ଚୂର୍ଣ୍ଣ ବ୍ଯବହାର କଲେ ଅଂଶୁଘାତ, ତୃଷା, ଅଜୀର୍ଣ୍ଣ, ଅମ୍ଳପିତ୍ତ, ରକ୍ତପିତ୍ତ,ଦନ୍ତ, ନାସାରୁ ରକ୍ତପଡ଼ିବା, ଶ୍ୱାସ, ଯକ୍ଷ୍ମା, ପ୍ରମେହ, ପରିସ୍ରା ଜ୍ୱାଳା,ଦୁର୍ବଳତା, ଚକ୍ଷୁ ଓ କେଶ ରୋଗ ଭଲ ହୁଏ।ଏହାର ରସ କେଶ ଓ ଚର୍ମରେ ଲଗାଇଲେ କାନ୍ତି ବଢେ।ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରିଥିଲେ ଶିବିରର ପରିଚାଳନାରେ ସମାଜସେବୀ ଡି ଶ୍ରୀନିବାସ ରାଓ ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରରେ ଅନୁଷ୍ଠିତ ହେଉଛି,ଏହାର ସୁଯୋଗ ନେବା ପାଇଁ ଡଃ ନକୁଳ ସାହୁ ଅନୁରୋଧ କରିଛନ୍ତି।ଫୋନ 9861450612.

News Comment

You Might Also Like

BACK TO TOP