Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ମନ୍ଦିର ଚୋରି ସାମଗ୍ରୀ କୁ ଉଦ୍ଧାର କରି ଦୁଇ ଅଭିଯୁକ୍ତ କୁ କୋର୍ଟ ଚାଲାଣ କଲା ଉମରକୋଟ ପୋଲିସ |

20-May-2026

ମା’ ବିଡ୍ରୀ ମନ୍ଦିର ଚୋରି ଘଟଣାର ପର୍ଦାଫାଶ କଲା ପୋଲିସ,ଚୋରି ସାମଗ୍ରୀ ଉଦ୍ଧାରସହ ଦୁଇ ଅଭିଯୁକ୍ତ କୁ ଗିରଫ,

ଓଡିଶା ଜନ ମତ ବ୍ୟୁରୋ,

ଚୋର ତାର ଅହଂକାର ବଳରେ ଯେଉଁଠୁ ପାରୁଛି ଚୋରାଉଛି କିନ୍ତୁ ସେଥିରେ ତାର ମନ ମାନୁନାହିଁ ଯେ ସେମାନେଠାକୁର,ଠାକୁରାଣୀ ଙ୍କ  ଜିନିଷକୁ ମଧ୍ୟ ଛାଡୁ ନାହାନ୍ତି ଚୋରିକରି ନେଇ ଯାଉଛନ୍ତି | କିନ୍ତୁ କିଛି ଦିନ ପରେ ସେମାନେ ପୋଲିସ ହାଟରେ ଧାରପଡୁଛନ୍ତି ନଚେତ ଫୁର୍ଘଟଣାରେ ମୃତ୍ୟୁ ବରଣ କରିବା ସହିତ  ବିଭିନ୍ନ ରୋଗରେ ପଡ଼ି ପଶ୍ଚାତାପ କରୁଛନ୍ତି | ଏପରି ଏକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଞ୍ଚଳର ପ୍ରସିଦ୍ଧ ଧୋଡ୍ରା ସ୍ଥିତ ମା’ ବିଡ୍ରୀ ଠାକୁରାଣୀ ମନ୍ଦିରରେ ଗତ ତେର ଦିନ ତଳେ ରାତିରେ ଘଟିଥିବା ବଡ଼ ଧରଣର ଚୋରି ଘଟଣାର ପର୍ଦାଫାଶ କରିଛି ଉମରକୋଟ ପୋଲିସ। ଏହି ଘଟଣାକୁ ନେଇ ଆଜି ନବରଙ୍ଗପୁର ଆଡିସନାଲ ଏସ୍‌ପିଙ୍କ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା।
ପୋଲିସ ସୂଚନା ଅନୁସାରେ, ମନ୍ଦିର କମିଟି ପକ୍ଷରୁ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଓ ରୂପା ଅଳଙ୍କାର, ହୁଣ୍ଡିରେ ଥିବା ଦାନ ରାଶି ଏବଂ ମା’ଙ୍କ ପୂଜାରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ନେଇ ଉମରକୋଟ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା, ବେଳେ, ନବରଙ୍ଗପୁର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଉମରକୋଟ ଏସ ଡି ପି ଓ ଥାନା ଅଧିକାରୀ ବିପିନ କୁମାର ବାଘ ଓ ଇନ୍ସପେକ୍ଟର ମଳୟ ମିଶ୍ରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା।ଗତକାଲି ଭାରତମାଳା ରାସ୍ତାରେ ପେଟ୍ରୋଲିଂ କରୁଥିବା ସମୟରେ ପୋଲିସ ବୋକଡାବେଡା ର ଭଗବାନ ଗୌଡ଼ ଓ ଉମରକୋଟ ଡାଙ୍ଗରୀ ଆହିର ରାହା କୁଶ୍ଵାହ ଦୁଇ ଜଣ ଅଭିଯୁକ୍ତଙ୍କୁ କାବୁ କରିବାରେ ସଫଳ ହୋଇଥିଲା। ସେମାନଙ୍କ ନିକଟରୁ ଚୋରି ହୋଇଥିବା ବିଭିନ୍ନ ସାମଗ୍ରୀ ଉଦ୍ଧାର କରାଯାଇଥିବାବେଳେ, ଆଜି ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି।

News Comment

You Might Also Like

BACK TO TOP