Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଚିକିଲି କ୍ରିକେଟ ଟୁନାମେଣ୍ଟ କୁ ଉଦଘାଟନ କଲେ ଆସ୍କା ଏମପି |

20-May-2026

ଚିକିଲି ରେ ଆଇ ପି ଏଲ ଢାଞ୍ଚା ରେ ଫଟାଫଟ କ୍ରିକେଟ ଟୁର୍ନାମେଣ୍ଟ, ଉଦଘାଟନ କଲେ ଆସିକା ସାଂସଦ |

ଓଡିଶା ଜନମତ, ଖଲ୍ଲିକୋଟ, ମାଧବ ବେହେରା :---
 ବୁଧବାର ଦିନ ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଚିକିଲି ଠାରେ ବିଜେପି ଯୁବନେତା ଅରୁଣ କୁମାର ଖୁଣ୍ଟିଆ ଙ୍କ ନେତୃତ୍ୱ ରେ ଆଇ ପି ଏଲ ଢାଞ୍ଚା ରେ ଏକ ଫଟାଫଟ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି |, ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟ କୁ ଆସିକା ସାଂସଦ ଶ୍ରୀମତୀ ଅନିତା ସୁଭଦର୍ଶନୀ ପଟ୍ଟନାୟକ ଅନୁଷ୍ଠାନିକ ଭାବେ ଉଦଘାଟନ କରି କ୍ରିକେଟ ଖେଳାଳି ମାନଙ୍କୁ ଉତ୍ସହିତ କରିଥିଲେ |, ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଟ ବିଜେପି ନେତା ଅନିଲ କୁମାର ପଣ୍ଡା, ବ୍ଲକ ଅଧକ୍ଷ କୁମାରୀ ଦାସ, ସାଂସଦ ପ୍ରତିନିଧି ଯଜ୍ଞ ନାରାୟଣ ଦାଶ ଯୁବ ନେତା ଜଗନ୍ନାଥ ଭୁୟାଁ, ଖଲ୍ଲିକୋଟ  ବିଜେପି ନଗର ମଣ୍ଡଳ ସଭାପତି ଶଙ୍କର ପ୍ରସାଦ ନାହାକ  ଗଞ୍ଜାମ ଜିଲ୍ଲା ଯୁବ ମୋର୍ଚା ସଭାପତି ଅଜିତ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇ ଅଂଶ ଗ୍ରହଣ କରିଥିଲେ |ସାଂସଦ ଶ୍ରୀମତୀ ପଟ୍ଟନାୟକ ଙ୍କୁ ଏକ ଶୋଭାଯାତ୍ରା ଚିକିଲି ଗ୍ରାମ ପରିକ୍ରମା କରିଥିଲେ |ଫଟାଫଟ କ୍ରିକେଟ ଟୁର୍ନାମେଣ୍ଟ ରେ ଛ ଗୋଟି ଦଳ ଭାଗ ନେଇ ଖେଳ ଆରମ୍ଭ ହୋଇଥିଲା |ପ୍ରବଳ ଗ୍ରୀଷ୍ମ ସତ୍ବେ ଟୁର୍ନାମେଣ୍ଟ ଦେଝିବା ପାଇଁ ବହୁ ପରିମାଣ ର ଦର୍ଶକ ଯୋଗ ଦେଇ ଖେଳ ଉପଭୋଗ କରିଥିଲେ |

News Comment

You Might Also Like

BACK TO TOP