Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଷ୍ଟ୍ରିଟ ଲିଗ କ୍ରିକେଟ ଟୁନାମେଣ୍ଟ ଶୁଭାରମ୍ଭ |

20-May-2026

ଷ୍ଟ୍ରିଟ୍ ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁଭାରମ୍ଭ, ପ୍ରଥମ ମ୍ୟାଚରେ କଦମ୍ବଦ୍ୱାର ସାହିର ବିଜୟ
ଓଡିଶା ଜନମତ ରାୟଗଡା, ୨୦/୦୫ 

କାମେଶ୍ୱର କରକରିଆ : ----

ସ୍ଥାନୀୟ ଅଞ୍ଚଳରେ ଷ୍ଟ୍ରିଟ୍ ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ (କେପିଏଲ)ର ଶୁଭାରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ଶିବ ମନ୍ଦିର ଠାରୁ ଖେଳାଳି ଓ କମିଟି ସଦସ୍ୟମାନେ ଶୋଭାଯାତ୍ରାରେ ବାହାରି ଭୁଦାନ କ୍ରିକେଟ ପଡିଆରେ ପହଞ୍ଚିଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅଭିଳାଷ ମହାନନ୍ଦୀଆ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗଣେଷ ରାଉତ, କାମେଶ୍ୱର କରକରିଆ, ପଦ୍ମନ ଭତ୍ରା ଓ ଦୀପକ କୁମାର ପରିଡା ଓ ଗୁରୁଦେବ କୌଶଲ୍ୟା ଉପସ୍ଥିତ ଥିଲେ। ଖେଳପ୍ରେମୀଙ୍କ ବ୍ୟାପକ ଉପସ୍ଥିତି ଓ ଉତ୍ସାହ ମଧ୍ୟରେ ଟୁର୍ଣ୍ଣାମେଣ୍ଟର ଆରମ୍ଭ ହୋଇଥିଲା।ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୬ଟି ଦଳ ଭାଗ ନେଇଥିବା ବେଳେ ପ୍ରତିଦିନ ଗୋଟିଏ  ମ୍ୟାଚ ଖେଳାଯିବ ଓ କୋଡିଏ ଦିନ ଧରି ଖେଳ ଚାଲିବ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି।
ଉଦ୍‌ଘାଟନୀ ମ୍ୟାଚରେ କଦମ୍ବଦ୍ୱାର ସାହି ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ରୋକଷ୍ଟାର ଇଲେଭେନ ଦଳ ୧୨ ଓଭରରେ ୬ ଉଇକେଟ ହରାଇ ୮୨ ରନ ସଂଗ୍ରହ କରିଥିଲା। ଜବାବରେ କଦମ୍ବଦ୍ୱାର ସାହି ଦଳ ଆକର୍ଷଣୀୟ ବ୍ୟାଟିଂ ପ୍ରଦର୍ଶନ କରି ୭ ଓଭରରେ ୬ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ପ୍ରଥମ ମ୍ୟାଚରେ ବିଜୟୀ ହୋଇଥିଲା।ମ୍ୟାଚକୁ ମୁଖ୍ୟ ଏମ୍ପାୟାର ଭାବେ ମଧୁ କରକରିଆ ଓ ସତୀଶ କୁମାର ଦଣ୍ଡସେନା ପରିଚାଳନା କରିଥିବା ବେଳେ ଅନଲାଇନ ସ୍କୋର ବୁକ୍‌ରେ ଅଜୟ କୁମାର କାଡାରି ଦାୟିତ୍ୱ ନିର୍ବାହ କରିଥିଲେ। ଖେଳଟିକୁ ଦେବ ହିଆଲ ସଫଳତାର ସହ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP