Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଏସ ଏଚ ଏସ ଏସ ଚିରିକିପଡା ଶାସନ ଛାତ୍ରୀ ଅନ୍ଵେଷା ମିଶ୍ର ବ୍ଳକ ଟପ୍ପର |

20-May-2026

ଏସ ଏଚ ଏସ ଏସ  ଚିରିକିପଡାଶାସନ ଛାତ୍ରୀ ଅନ୍ୱେଷା ମିଶ୍ର ବ୍ଲକ ଟପର।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା,
ତା ୨୦/୫/୨୦୨୬:----

 ଚଳିତ ୨୦୨୬ ଯୁକ୍ତ-୨ ଦ୍ୱିତୀୟ ବର୍ଷ ବାର୍ଷିକ ପରୀକ୍ଷାରେ ଗଞ୍ଜାମ ଜିଲ୍ଲା, ପୋଲସରା ବ୍ଲକ, ଚିରିକିପଡ଼ା ଗ୍ରାମ ପଞ୍ଚାୟତ ସ୍ଥିତ ଶଶିକଳା ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟର ବିଜ୍ଞାନ ବିଭାଗର ଛାତ୍ରୀ ଅନ୍ୱେଷା ମିଶ୍ର ଟପର ହୋଇଛନ୍ତି । ସେ ସର୍ବମୋଟ ୬୦୦ ମାର୍କରୁ ୫୫୧ ନଂ ଶତକଡ଼ା ୯୧.୯୯% ମାର୍କ ରଖି ସମଗ୍ର ପୋଲସରା ବ୍ଲକରେ ଟପର ହୋଇଛନ୍ତି । ତାଙ୍କର ପିତାଙ୍କ ନାମ ଗିରିଜା ଶଙ୍କର ମିଶ୍ର ଏବଂ ମାତାଙ୍କ ନାମ ଶ୍ରୀମତୀ ଅମିତା ମିଶ୍ର ପୋଲସରା ୧୯ ନଂ ୱାର୍ଡ ଦାଶରଥିନଗରର  ବାସିନ୍ଦା ଅଟନ୍ତି। ସେହିପରି ଏହି ଅନୁଷ୍ଠାନର ଅନ୍ୟ ଜଣେ ବିଜ୍ଞାନ ବିଭାଗର ଛାତ୍ର ରିତେଶ ପ୍ରଧାନ ମଧ୍ୟ ୫୪୨ ନଂ ଶତକଡ଼ା ୯୦.୩ ପ୍ରତିଶତ ମାର୍କ  ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଛାତ୍ରଙ୍କ ପିତାଙ୍କ ନାମ ସନ୍ୟାସୀ ପ୍ରଧାନ ଏବଂ ମାତାଙ୍କ ନାମ ଶ୍ରୀମତୀ ନିର୍ଲଭା ପ୍ରଧାନ ଉକ୍ତ ଚିରିକିପଡ଼ା ଶାସନ ଗ୍ରାମର ବାସିନ୍ଦା ଅଟନ୍ତି । ଉଭୟ ମେଧା  ଛାତ୍ରଛାତ୍ରୀଙ୍କ ଏଭଳି ସଫଳତାରେ ଉକ୍ତ ଅନୁଷ୍ଠାନର ପ୍ରିନ୍ସିପାଲ୍ ଇନ୍ଦ୍ରଜିତ୍ ବିଷୋୟୀଙ୍କ ସମେତ  କମିଟିର ଅନ୍ୟ ସମସ୍ତ କର୍ମକର୍ତ୍ତା, ଅଧ୍ୟାପକ/ଅଧ୍ୟାପିକା  ଆନନ୍ଦ ପ୍ରକାଶ କରିବା ସହିତ ଉଭୟ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜଳ କାମନା କରିଛନ୍ତି।

News Comment

You Might Also Like

BACK TO TOP