Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ପୁରୁଷୋତ୍ତମପୁର ରେ ଇତିହାସ ରଚିଲେ ଶୁଭମ ବାଡ଼ତ୍ୟା |

21-May-2026

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଦ୍ବାଦଶ ଶ୍ରେଣୀ (ଯୁକ୍ତ୨) ଚଳିତ ବର୍ଷ ପରୀକ୍ଷାରେ ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଅଞ୍ଚଳର ଛାତ୍ର ଶୁଭମ୍ ବାଡତ୍ୟା 575 ମାର୍କ ରଖି ବ୍ଲକ, ତାରା ତାରିଣୀ କଲେଜ ଓ ପାଢ଼ୀ ବିଜ୍ଞାନ ଶିକ୍ଷାକେନ୍ଦ୍ରର ଟପର ହୋଇଛନ୍ତି। ପୁରୁଷୋତ୍ତମପୁର ସ୍ଥିତ ତାରା ତାରିଣୀ କଲେଜ ସହ ଅଞ୍ଚଳରେ ପୂର୍ବ ବର୍ଷ ମାନଙ୍କର ରେକର୍ଡ କୁ ଭାଙ୍ଗି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି । ପୁରୁଷୋତ୍ତମପୁର ସ୍ଥିତ ତାରା ତାରିଣୀ ହାୟର ସେକେଣ୍ଡାରି ସ୍କୁଲ ଓ ପାଢ଼ୀ ବିଜ୍ଞାନ ଶିକ୍ଷାକେନ୍ଦ୍ର ଛାତ୍ର ଶୁଭମ୍ ବାଡତ୍ୟା ଇଂରାଜି ରେ 87, ସାହିତ୍ୟ (ଓଡ଼ିଆ)ରେ 99, ପଦାର୍ଥ ବିଜ୍ଞାନ ରେ 99 ,ରସାୟନ ବିଜ୍ଞାନରେ 100, ଗଣତିରେ 92 ଏବଂ ଜୀବବିଜ୍ଞାନରେ ୯୮ ନମ୍ବର ଆଣିଛନ୍ତି। ଶୁଭମ୍ ଙ୍କ ସଫଳତାରେ ପାଢ଼ୀ ବିଜ୍ଞାନ ଶିକ୍ଷାକେନ୍ଦ୍ର ର ଗୁରୁଜୀ,ଗୁରୁମା,ତାରା ତାରିଣୀ କଲେଜ ର ଗୁରୁଜୀ ଓ ଗୁରୁମା, ଜନ୍ମମାଟିର ଲୋକେ ,ସହପାଠୀ ଏବଂ ଶୁଭେଚ୍ଛୁମାନେ ଅଭିନନ୍ଦନ ଜଣାଇଛନ୍ତି। ଚଢ଼େୟାପଲ୍ଲୀ ଗ୍ରାମପଞ୍ଚାୟତର ହିଣ୍ଡଳପଲ୍ଲୀ ଗ୍ରାମର ଟୁନା ବାଡତ୍ୟା ଏବଂ ଲିଲି ବାଡ଼ତ୍ୟା ଙ୍କ ତୃତୀୟ ପୁତ୍ର ଶୁଭମ୍ ପରୀକ୍ଷା ଫଳ ନେଇ ସନ୍ତୁଷ୍ଟ ପ୍ରକାଶ କରିଛନ୍ତି। ଏଥି ସହିତ ସେ  କହିଛନ୍ତି, ମୋର ପରିଶ୍ରମର ଫଳ ପାଇଛି। ଯୁକ୍ତ ୨ରେ ଆସିଥିବା ରେଜଲ୍ଟ ପାଇଁ ବାପା-ମା, ପାଢ଼ୀ ଶିକ୍ଷାନୁଷ୍ଠାନ ର ଶିକ୍ଷକ-ଶିକ୍ଷୟିତ୍ରୀ ପାଠପଢା ଶୈଳୀ ,ତାରା ତାରିଣୀ କଲେଜ  ଅଧକ୍ଷ ପ୍ରଦୀପ କୁମାର ସାହୁ,ସହ ଅନ୍ୟ ସମସ୍ତ ଶିକ୍ଷକ- ଶିକ୍ଷୟିତ୍ରୀ ଏବଂ ମୋର ଶୁଭେଚ୍ଛୁଙ୍କ ଆଶୀର୍ବାଦ ଏବଂ ଭଲପାଇବା ପାଇଁ ସମ୍ଭବ ହୋଇପାରିଛି। ଏଥି ପାଇଁ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

News Comment

You Might Also Like

BACK TO TOP