Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବ୍ରହ୍ମପୁର ସହର ରେ ପୁଣି ଜଣଙ୍କୁ ମାରଣାନ୍ତକ ଆକ୍ରମଣ, ଏବଂ ଫେରାର ଅଭିଯୁକ୍ତ କୁ ଠାବ କରି ପୁଲିସିର ଏନ କାଉଣ୍ଟର |

25-May-2026

ବ୍ରହ୍ମପୁର ସହରରେ ପୁଣି ଜଣେ ଯୁବକ କୁ ମାରଣାନ୍ତକ ଆକ୍ରମଣ ଓ ପୋଲିସ୍ ଗୁଳିରେ ଗୁରୁତର ଅଭିଯୁକ୍ତ ଡାକ୍ତରଖାନାରେ ଭର୍ତ୍ତି।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :-----

 ବଡ଼ବଜାର ଥାନା ଅନ୍ତର୍ଗତ ଅମ୍ବିକା ନଗର ଛକରେ ପୁର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳୁ ବେହେରା ନାମକ ଜଣେ ଯୁବକ କୁ କିଛି ଯୁବକ ଗୋଡ଼ାଇ ଗୋଡ଼ାଇ ଖଣ୍ଡା ରେ ଆକ୍ରମଣ କରିଥିଲେ ଓ ମରି ଯାଉଥିବା ଭାବି ତାକୁ ଛାଡ଼ି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଖବର     ପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ଓ ପୋଲିସ କୁ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗ ଗ୍ରହଣ କରି ତତକ୍ଷଣାତ୍ ପଦକ୍ଷେପ ସ୍ବରୂପ ଅଭିଯୁକ୍ତ ଜଗା ର ସନ୍ଧାନ ପାଇ ସୁକୁଣ୍ଡା ଗ୍ରାମରେ ଚଢ଼ାଉ କରିଥିଲେ। ପୋଲିସ କୁ ଦେଖି ଜଗା ବୋମାମାଡ କରି ଚମ୍ପଟ୍ ମାରିବା ପାଇଁ ଚେଷ୍ଟା କରୁଥିବା ବେଳେ ପୋଲିସ ର ପାଲଟା ଗୁଳି ରେ ଆହତ ହୋଇ ତଳେ ପଡିଯାଇ   ଥିଲା |  ପୋଲିସ ତାକୁ କାବୁ କରି ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ବର୍ତମାନ ବ୍ରହ୍ମପୁର ସହରର ସମ୍ବେଦନଶୀଳ ପରିସ୍ଥିତି ନେଇ ଅପରାଧୀ ନିୟନ୍ତ୍ରଣ କୁ ଦୃଷ୍ଟିରେ ରଖି ଏହି ଏକ ସପ୍ତାହ ମଧ୍ୟରେ ପୋଲିସ ୩ ଜଣକୁ ଏନ୍କାଉଣ୍ଟର କରିଛନ୍ତି।

News Comment

You Might Also Like

BACK TO TOP