Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ପୋଲସରା ରେ ଜିଲ୍ଲପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ;

25-May-2026

ପୋଲସରାରେ ଜିଲ୍ଲପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା:---

 ତା. ୨୫/ ୫/ ୨୬ ପୋଲସରା ବ୍ଲକ ପରିସରରେ ଆଜି  ସୋମବାର ଦିନ ଗଂଜାମ ଜିଲ୍ଲାପାଳ ଭି. କୀର୍ତ୍ତିଭାଷନ ଏବଂ  ଆଇ ଏ ଏସ  ସରଣ୍ୟା ଏସ  ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ  ଅଭିଯୋଗ ଶୁଣାଣି ଶିବିରରେ   ପୋଲସରା ପୌର ପରିଷଦ ସମେତ ବ୍ଲକର ୨୬ ଗୋଟି ପଞ୍ଚାୟତ ଗୁଡ଼ିକରୁ  ୧୦୨ଜଣ ଅଭିଯୋଗ ଏବଂ ହିତାଧିକାରୀ ସେମାନଙ୍କର ନାମ ପଞ୍ଜିକରଣ କରିଥିଲେ। ଏମାନଙ୍କ ମଧ୍ୟରୁ ୧୭ ଜଣ ହିତାଧିକାରୀଙ୍କୁ  ରେଡକ୍ରସ  ତରଫରୁ ୧ଲକ୍ଷ ଟଙ୍କାର ସହାୟତା ରାଶି ଚେକ ମାଧ୍ୟମରେ ଜିଲ୍ଲାପାଳ ପ୍ରଦାନ କରିଥିବା ବେଳେ ୧୪ ଜଣଙ୍କୁ ରାସନ କାର୍ଡ ୧୧ ଜଣଙ୍କୁ ପଟ୍ଟା ସହ ଟ୍ରାଇସାଇକେଲ, ହୁଇଲଚେୟାର ଆଦି ପ୍ରଦାନ କରିଥିଲେ। ଏଥିସହ କରାଯାଇଥିବା ବିଭିନ୍ନ ଅଭିଯୋଗ  ଗୁଡିକର ସମାଧାନ  କରାଯାଇଥିଲା। ବିଶେଷ କରି ଦୀର୍ଘ ଦିନରୁ ରହଥିବା ପୋଲସରା ସହରର ପିଇବାପାଣି  ସମସ୍ୟା ଉପରେ ସ୍ୱତନ୍ତ୍ର  ଆଲୋଚନା କରି ତୁରନ୍ତ ସମାଧାନ କରାଯିବ ବୋଲି  ଜିଲ୍ଲାପାଳ କହିଥିଲେ।। କାର୍ଯ୍ଯକ୍ରମରେ ଉପଜିଲ୍ଲାପାଳ   ଶିବାଶିଷ ବରାଳ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ସମୀର ଜେନା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରଶାନ୍ତ କୁମାର ଦାସ ପ୍ରମୁଖଙ୍କ ସମେତ ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର, ପୁରୁଷୋତ୍ତମପୁର ଏସଡ଼ିପିଓ ସୁଜିତ କୁମାର ନାୟକ, ଥାନାଧିକାରୀ କୌଶିକ ମାଝୀ,ପୋଲସରା ସିଡ଼ିପିଓ ତିଳୋତମା ରାଉତଙ୍କ ସମେତ ସମସ୍ତ ବିଭାଗର ଜିଲ୍ଲା ଅଧିକାରୀ ମାନେ ଯୋଗଦେଇଥିଲେ।

News Comment

You Might Also Like

BACK TO TOP