Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ମହୁମାଛି ଆକ୍ରମଣ ରେ ଯୁବ ବ୍ୟବସାୟୀ ମୃତ, ଅଞ୍ଚଳରେ ଶୋକର ଛାୟା ||

26-May-2026

ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ,

ଓଡିଶା ଜନମତ,ବାଲିଗୁଡ଼ା, ତା, ୨୬/୦୫,

ସଞ୍ଜୟ କୁମାର ପାଣିଗ୍ରାହୀ): ---

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନରେ ଘଟିଛି ଏକ ଅଭାବନୀୟ ଘଟଣା । ବ୍ୟାଡମିଣ୍ଟନ ଖେଳି ଘରକୁ ଯିବାବେଳେ ଘର ଦୁଆରେ ଜଗି ବସିଥିଲା ଯମ । ଘରେ ପଶିବା ପୂର୍ବରୁ ଘର ସାମ୍ନାରେ ମହୁମାଛି ଆକ୍ରମଣରେ ଚାଲିଗଲା ଯୁବ ବ୍ୟବସାୟୀଙ୍କ ଜୀବନ । ମୃତକ ଜଣକ ହେଲେ ବାଲିଗୁଡ଼ା ସହର ମା`ପାଟଖଣ୍ଡା ମାର୍କେଟ ରେ ମା `ପାଟଖଣ୍ଡା ଲେଡିସ କର୍ଣ୍ଣର ର ମାଲିକ ତଥା ଅଞ୍ଚଳ ର ଯୁବ ବ୍ୟବସାୟୀ ଖଜୁରୀନାଳ ସାହି ବାସିନ୍ଦା ବି.ମହେଶ୍ବର ଦୋରା (ପିଣ୍ଟୁ) ଙ୍କ ମୃତ୍ୟୁ ଖବର ଶୁଣି ସମଗ୍ର ଅଞ୍ଚଳ ରେ ଶୋକ ର ଛାୟା ଖେଳି ଯାଇଥିଲା । ସୂଚନା ଅନୁଯାୟୀ ପ୍ରତିଦିନ ଭଳି ଆଜି ମଙ୍ଗଳବାର  ଦିନ ମଧ୍ୟ ପିଣ୍ଟୁ ବ୍ୟାଡମିଣ୍ଟନ ଖେଳିବାକୁ ସକାଳୁ  ଯାଇଥିଲେ । ଖେଳି ସାରି ଘରକୁ ଫେରିଥିଲେ ପିଣ୍ଟୁ । କିନ୍ତୁ ନିଜ ଘର ଆଗରେ ମହୁମାଛି ଆକ୍ରମଣର ଶିକାର ହୋଇ ତଳେ ପଡ଼ି ଚେତାଶୂନ୍ୟ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ରେ ଭର୍ତ୍ତି କରାଇଥିଲା । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେ ବଣିକ ସଂଘ, ବିପଦର ବନ୍ଧୁ ସଂଗଠନ, ଓ ମା` ପାଟଖଣ୍ଡା ମାର୍କେଟ ର ଜଣେ ସକ୍ରିୟ ସଦସ୍ୟ ସହ ଉତ୍ତମ ସ୍ୱଭାବ, ମେଳାପୀ ତଥା ପରୋପକାରୀ ଯୁବକ ଭାବେ ସେ ବେଶ ପରିଚିତ ଥିଲେ l  ତାଙ୍କର ଅମର ଆତ୍ମା ର ସଦଗତି କାମନା କରି ସ୍ଥାନୀୟ ବଣିକ ସଂଘ ଓ ମା `ପାଟଖଣ୍ଡା ମାର୍କେଟ ସଂଘ ତରଫରୁ ସମସ୍ତ ଦୋକାନ ବଜାର ବନ୍ଦ କରି ସମ୍ମାନ ଜଣାଇଥିଲେ l

News Comment

You Might Also Like

BACK TO TOP