Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ଆବାସ କାମବେଳେ ଅଘଟଣ , ବିଦ୍ୟୁତ ସଂସ୍ବର୍ଶ ରେ ଆସି ମୃତ୍ୟୁ ବରଣ କଲେ ମିସ୍ତ୍ରୀ |

27-May-2026

ଆବାସ କାମ ବେଳେ ଅଘଟଣ, ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମିସ୍ତ୍ରୀଙ୍କ ମୃତ୍ୟୁ
ଓଡିଶା ଜନମତ , ୨୭/୦୫,

କାମେଶ୍ୱର କରକରିଆ :----

ଆବାସ ଘର ଛାତ ଉପରେ ରଡ଼ କାମ କରୁଥିବା ବେଳେ ହାତରେ ଧରିଥିବା ଲୁହା ରଡ଼ ହଟାତ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମିସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ମୃତକ ହେଲେ ଲଖଣ ମାଝୀ(୩୦) ବୋଲି ଜଣାପଡ଼ିଛି।ଏହି ଅଘଟଣ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଡଙ୍ଗାମୁଣ୍ଡି ଗାଁରେ ଘଟିଛି। ସୂଚନା ଅନୁଯାୟୀ, ଲଖଣ ମାଝୀ ଇନ୍ଦ୍ର ମାଝୀଙ୍କ ଆବାସ ଘର ଛାତ ଉପରେ ରଡ଼ କାମ କରୁଥିବା ସମୟରେ ତାଙ୍କ ହାତରେ ଥିବା ଲୁହା ରଡ଼ ହଠାତ୍ ଉପରେ ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲା। ଫଳରେ ସେ ଗୁରୁତର ଭାବେ ଆହତ ହୋଇ ପଡ଼ିଥିଲେ।ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣି ଭର୍ତ୍ତି କରିଥିଲେ। ହେଲେ ସେଠାରେ କାର୍ଯ୍ୟରତ ଡାକ୍ତର ପବନ କୁମାର ବଚ୍ଛା ତାଙ୍କୁ ମୃତ ଘୋଷଣା କରିଥିଲେ। ସକାଳ ପ୍ରାୟ ୯ଟା ସମୟରେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି।ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଘଟଣା ସମ୍ପର୍କରେ ବିଜେପୁର ପୋଲିସ ଖବର ପାଇ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଶବ ଜବତ କରିଥିବା ବେଳେ ଅଧିକ ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

News Comment

You Might Also Like

BACK TO TOP