Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ଭୋଟର ସହାୟତା କେନ୍ଦ୍ର ଉଦଘାଟିତ |

27-May-2026

ଉପଖଣ୍ଡ ସ୍ତରୀୟ ଭୋଟର ସହାୟତା କେନ୍ଦ୍ର ଉଦଘାଟିତ : ସଠିକ୍ ତଥ୍ୟ ପ୍ରଦାନ କରିବା ପାଇଁ ଗୁରୁତ୍ୱାରୋପ

ଓଡିଶା ଜନମତ, ବାଲିଗୁଡ଼ା, ତା, ୨୭/୦୫,

ସଞ୍ଜୟ କୁମାର ପାଣିଗ୍ରାହୀ:----

 ଚଳିତ ମାସ ମଇ ୩୦ ତାରିଖରୁ ଆରମ୍ଭ ହେବାକୁ ଥିବା ଭୋଟର ତାଲିକାର “ସ୍ୱତନ୍ତ୍ର ସଘନ ସଂଶୋଧନ" (SIR) କାର୍ଯ୍ୟକ୍ରମର ସୁପରିଚାଳନା ନେଇ ବୁଧବାର ଦିନ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାଶଙ୍କ ଅଧ୍ୟକ୍ଷତାରେ ଏକ ଉପଖଣ୍ଡ ସ୍ତରୀୟ ସହାୟତା କେନ୍ଦ୍ର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଖୋଲା ଯାଇଛି। ସହାୟତା କେନ୍ଦ୍ର ବିଷୟ ରେ ଉପଜିଲ୍ଲାପାଳ ଶ୍ରୀମତି ପ୍ରଣିତା ଦାଶ କହିଛନ୍ତି ଯେ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ, ତ୍ରୁଟି ସଂଶୋଧନ ଏବଂ ସ୍ଥାନାନ୍ତରଣ ପ୍ରକ୍ରିୟାକୁ ସରଳୀ କରଣ କରାଯିବ। ସଂଶୋଧନ କାର୍ଯ୍ୟରେ ୮୨ନଂ.ବାଲିଗୁଡା ନିର୍ବାଚନୀ ମଣ୍ଡଳୀରେ ୧୭୮ଜଣ ଏବଂ ୮୩ ନଂ. ଜି.ଉଦୟଗିରି ନିର୍ବାଚନୀ ମଣ୍ଡଳୀରେ ୨୫୩ଜଣ  ବିଏଲଓ ଏସଆଇଆର ସମ୍ବନ୍ଧୀୟ କାର୍ଯ୍ୟରେ ନିୟୋଜିତ କରାଯାଇଛି । ଭୋଟର ତାଲିକା ପ୍ରସ୍ତୁତି ପାଇଁ ଉଦ୍ଦିଷ୍ଟ ସମସ୍ତ ଗଣନା ଫର୍ମ ସ୍ଥାନୀୟ ଓଡ଼ିଆ ଭାଷାରେ ଉପଲବ୍ଧ ହେବ, ଯାହାଦ୍ୱାରା ଗ୍ରାମାଞ୍ଚଳର ସାଧାରଣ ଲୋକେ ଏହାକୁ ସହଜରେ ବୁଝିପାରିବେ। ଘରକୁ ଘର ବୁଲି ହେବାକୁ ଥିବା ଗଣନା କାର୍ଯ୍ୟକ୍ରମ ବିଷୟରେ ଲୋକଙ୍କୁ ସଚେତନ କରାଯିବ, ଯେପରି ସେମାନେ ନିଜ ସଠିକ୍ ତଥ୍ୟ ପ୍ରଦାନ କରିବେ। ଏହି ଅଭିଯାନରେ କୌଣସି ଯୋଗ୍ୟ ଭୋଟର ଯେପରି ବାଦ୍ ନ ପଡନ୍ତି, ସେଥିପ୍ରତି ସତର୍କ ଦୃଷ୍ଟି ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏସ ଆଇ ଆର ସମୟରେ ବିଏଲଓ ମାନେ ଘରକୁ ଘର ବୁଲି ସର୍ଭେ ପ୍ରକ୍ରିୟାକୁ ସ୍ୱଚ୍ଛ, ସରଳ ଓ ଗୁଜବ ମୁକ୍ତ କରିବା ପାଇଁ ସମସ୍ତ ବ୍ଲକ୍ ସ୍ତରୀୟ ଅଧିକାରୀଙ୍କୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିବା କୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣ ଙ୍କ ସହାୟତା ପାଇଁ `୧୯୫୦` ଟୋଲ୍ ଫ୍ରି ନିର୍ବାଚନ ହେଲ୍ପଲାଇନ ନମ୍ବର ବ୍ୟାପକ ପ୍ରଚାର କରାଯିବ। ଏହି ନମ୍ବର ଜରିଆରେ ନାଗରିକ ମାନେ ଭୋଟର ତାଲିକା ସମ୍ବନ୍ଧୀୟ ସମସ୍ତ ସୂଚନା ପାଇପାରିବେ ଏବଂ ନିଜ ଅଞ୍ଚଳର ବି ଏଲ ଓ ଙ୍କ ସହ ଆଲୋଚନା ପାଇଁ "ବୁକ ଏ କଲ " ମଧ୍ୟ କରିପାରିବେ। ଭୋଟର ସଂଶୋଧନ ପ୍ରକ୍ରିୟା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ଅନୁରୋଧ କରାଯାଇଛି।

News Comment

You Might Also Like

BACK TO TOP