Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ବେଗୁନିଆପଡା ବ୍ଳକ ତିରିଡା ପାହାଡ଼ ମୁଖ୍ୟ ରାସ୍ତାରେ ଭାଙ୍ଗି ପଡିଲା ବିରାଟ ଗଛ ଡାଳ |

27-May-2026

ତିରିଡା ପାହଡ଼ ନିକଟସ୍ଥ ମୁଖ୍ୟ ରାସ୍ତାରେ ଭାଗିଂ ପଡିଲା ବିରାଟ ଗଛ ଡାଳ,

 ଓଡିଶା ଜନ ମତ, ବେଗୁନିଆପଡା,

 ସୂର୍ଯ୍ୟ ନାରାୟଣ ବଡୁ:-----

ବେଗୁନିଆପଡ଼ା ଥାନା ଅନ୍ତର୍ଗତ ତିରିଡା ଗ୍ରାମର ପାଡାହ ମୁଖ୍ୟ ରାସ୍ତା ଉପରେ ଛିଡି ପଡିଲା ଏକ ବିରାଟକାୟ ଗଛ ଡାଳ। ବହୁ ପୁରାତନ ବରଗଛର ଡାଳଟି ଅଚାନକ ହଠାତ୍ ଛିଡି ପଡିଥିବା ଦେଖିବାକୁ ମିଳିଛି। ତେବେ ସୌଭାଗ୍ୟବଶତଃ ସେତେବେଳେ କୌଣସି ଲୋକ ସେହି ରାସ୍ତାରେ ଯାତାୟତ କରୁ ନଥିଲେ। ଫଳରେ କୌଣସି ଅଘଟଣ ଘଟିନି। ଗଛ ଡାଳଟି ପଡି ରାସ୍ତା ଅବରୋଧ ହୋଇଥିବାବେଳେ ସ୍ଥାନୀୟ ଲୋକେ କୋଦଳା ଅଗ୍ନିଶମ ବାହିନୀ କର୍ମଚାରୀ ମାନଙ୍କୁ ଖବର ଦେଇଥିଲେ। ବୁଧବାର ଅପରାହ୍ନରେ କୋଦଳା ଅଗ୍ନିଶମ ବାହିନୀ କର୍ମଚାରୀ ମାନେ ପହଞ୍ଚି ଡାଳକୁ କାଟି ରାସ୍ତା ସଫା କରି ଅବରୋଧ ହଟାଇଥିବା ସୂଚନା ମିଳିଛି।

News Comment

You Might Also Like

BACK TO TOP