Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ବ୍ରହ୍ମପୁର ରେ ଅପରାଧ ଦମନ ଅଭିଯାନ ରେ ଆଉ ଦୁଇଜଣ ଙ୍କୁ କଲେ ଏନ କାଉଣ୍ଟର |

27-May-2026

ବ୍ରହ୍ମପୁର ପୋଲିସ ର ଅପରାଧ ଦମନ ଅଭିଯାନ ରେ ଆଉ ଦୁଇ ଜଣଙ୍କୁ ଏନ୍କାଉଣ୍ଟର। 

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର:-----

ରେଶମ ନଗରୀ ବ୍ରହ୍ମପୁର ସହରରେ ଅପରାଧୀ ମାନଙ୍କର ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା ବେଳେ ବ୍ରହ୍ମପୁର ପୋଲିସର ଅପରାଧୀ ଦମନ କାର୍ଯ୍ୟକ୍ରମ ଜରିଆରେ ମାତ୍ର ଏକ ସପ୍ତାହ ମଧ୍ୟରେ ୫ ଜଣ ଗୁଣ୍ଡା ଶ୍ରେଣୀୟ ଯୁବକ କୁ ପୋଲିସ ଏନ୍କାଉଣ୍ଟର କରିଛନ୍ତି। ବିଗତ ଦିନରେ ଘଟୁଥିବା ବହୁ ଚର୍ଚ୍ଚିତ ସୁଧୀର କୁମାର ପାତ୍ର ହତ୍ୟାକାଣ୍ଡ ରେ ଅଭିଯୁକ୍ତ କିଛି ଯୁବକ କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ଓ ଆଉ କିଛି ଅଭିଯୁକ୍ତର ମୋବାଇଲ ଫୋନ୍ ଟ୍ରାକ୍ କରି ସୁଦୁର ରାଜସ୍ଥାନ ରାଜ୍ୟରୁ ଧରି ଆସୁଥିବା ବେଳେ କିଛି ଯୁବକ ଚମ୍ପଟ୍ ମାରିବା ପାଇଁ ଗାଡ଼ି ରୁ ଡେଇଁ ପୋଲିସ କୁ ଆକ୍ରମଣ କରିଥିଲେ। ଯାହା ଫଳରେ ପୋଲିସ ର ପାଲଟା ଗୁଳି ବାଜି ବଡ଼ଗଡ଼ ଥାନା ଅନ୍ତର୍ଗତ ନୁଆ ଗାଁର ରଞ୍ଜନ ମଲ୍ଲିକ ଓ ହିଞ୍ଜିଳି ଥାନା ଅନ୍ତର୍ଗତ ଶିକିରି ଗ୍ରାମ ର ସରୋଜ ପଣ୍ଡା ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

News Comment

You Might Also Like

BACK TO TOP