Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ବେଲଗୁଣ୍ଠା ରେ ଗୁଟଖା ଦୋକାନୀ ଉପରେ ପ୍ରଶାସନ ର ଚଢ଼ାଉ ଜାରି ||

28-May-2026

ବେଲଗୁଣ୍ଠାରେ ଗୁଟଖା ଚଢ଼ାଉ ଜାରି।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ:----
ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଆଜି ସ୍ଥାନୀୟ ପ୍ରଶାସନ ତରଫରୁ ବେଲଗୁଣ୍ଠା ବଜାରରେ ଚଢ଼ାଉ କରାଯାଇ ବିପୁଳ ପରିମାଣର ଗୁଟଖା ଜବତ କରାଯାଇଛି। ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନଙ୍କ ନେତୃତ୍ବରେ ବେଲଗୁଣ୍ଠା ପୋଲିସ ବେଲଗୁଣ୍ଠା ବଜାରରେ କିଛି ଦୋକାନରେ ଚଢ଼ାଉ କରି ଦୁଇ ବସ୍ତା ଗୁଟଖା ଜବତ କରିବା ସହ ଆଗାମୀ ଦିନରେ ଗୁଟଖା ବିକ୍ରି ନକରିବା ପାଇଁ ଦୋକାନୀ ମାନଙ୍କୁ ସତର୍କ କରିଥିଲେ। ଏହି ଚଢାଉରେ ତହସିଲଦାର ଶ୍ରୀ ପ୍ରଧାନଙ୍କ ସମେତ ବେଲଗୁଣ୍ଠା ଥାନା ଏଏସ୍ଆଇ ପ୍ରମୋଦ କୁମାର ଚେଟୀ,କନେଷ୍ଟବଳ ରଶ୍ମିତା ଗୌଡ଼,ରବି ଶବର,ସନ୍ତୋଷ କୁମାର ଭୂୟାଁ, ଗୃହରକ୍ଷୀ ଅରୁଣ କୁମାର ଡାକୁଆ,ପୂର୍ଣ୍ଣ ଚନ୍ଦ୍ର ନାୟକ ପ୍ରମୁଖ ଚଢାଉ ରେ ଅଂଶ ଗ୍ରହଣ କରି ଥିଲେ। ଆଗାମୀ ଦିନରେ ଏହି ଚଢାଉକୁ ଜୋରଦାର କରାଯିବା ସହିତ ଜୋରିମାନା ମଧ୍ୟ ଆଦାୟ କରାଯିବା ବୋଲି ତହସିଲଦାରଙ୍କ ଠାରୁ ପ୍ରକାଶ ।

News Comment

You Might Also Like

BACK TO TOP