Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

କମଳ ରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |

28-May-2026

*କାମଳ ରୋଗ ସଚେତନl ଓ ସ୍ଵାସ୍ଥ୍ୟ ଶିବିର  |

 ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର:----
ବ୍ରହ୍ମପୁର  ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ କାମଳ ବା ଜଣ୍ଡିସ ରୋଗ  ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ oସାହୁ କହିଲେ ଅଧିକ ଖରାରେ ପରିଶ୍ରମ, ଅମ୍ଳ, ଲବଣ, ମଦ୍ୟ,ଲଙ୍କା, ଦିବାନିଦ୍ରା, ତୈଳ ଯୁକ୍ତ ଖାଦ୍ୟ, ରାସାୟନିକ ଔଷଧ ଓ ମାଟି ଖାଇଲେ, ଦୂଷିତ ଜଳପାନ, ସଂକ୍ରମିତ ରକ୍ତ ଗ୍ରହଣ ଓ ଭୂତାଣୁ ସଂକ୍ରମଣ ଦ୍ଵାରା କାମଳ ରୋଗ ହୁଏ। ଏହି ଭଳି ପରିସ୍ଥିତିରେ ହରଡା ଚୂର୍ଣ୍ଣ ସହ ଗୁଡ଼, କଞ୍ଚା ହଳଦୀ, କାକଜଙ୍ଘା ପତ୍ର ରସ, କାକମାଚି ପତ୍ର ରସ, ପୁନର୍ନବା ରସ, ଗୁଳୁଚି ରସ ଯେକୌଣସି ଗୋଟିଏ ଚିକିତ୍ସକଙ୍କ ପରାମର୍ଶରେ ଖାଇଲେ ଭଲ ହୋଇଯାଏ।  ଲୌହ ଯୁକ୍ତ ଖାଦ୍ୟ,ଶାଗ ଖାଇଲେ ରୋଗ ଭଲ ହୋଇଯାଏ। 
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l  ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ,ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡ଼ଃ ନକୁଳ ସାହୁ ଅନୁରୋଧ କରିଛନ୍ତି ଫୋନ 9861450612,

News Comment

You Might Also Like

BACK TO TOP