Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ଫିରିଙ୍ଗିଆ ବ୍ଳକର ବିଭନ୍ନ ସ୍ଥାନ ରେ କାଳ ବୈଶାକ୍ଷୀ ତାଣ୍ଡବ ରେ ବହୁଘର ର ଟିଣ ଛପର ଉଡିଲା ||

29-May-2026

କାଳବୈଶାଖୀ ପବନ ରେ  ଘରରଛପରଭାଙ୍ଗିଲା,
ଓଡିଶା ଜନମତ ବ୍ୟୁରୋ,

ପାଣିପାଗ ର ଆକଳନ ଅନୁସାରେଆସନ୍ତା 30ତାରିଖ ଯାଏଁ ଅଧିକାଂଶ ଜିଲ୍ଲା ରେ ପ୍ରଚଣ୍ଡ ରୌଦ୍ର ତାପ ଯୋଗୁଁ ଅଦିନିଆ କାଳବୈଶାଖୀ ହେବ ବୋଲି କହିଥିଲେ |କାଳ ବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲ୍ଳାରେ ବର୍ଷା ସାଙ୍ଗକୁ ପବନ ଯୋଗୁଁ  ଅନେକ କ୍ଷୟକ୍ଷତି ଘଟଚି ।ଏହି ଭଳି କନ୍ଧମାଳ ଜିଲ୍ଲା  ଫିରିଙ୍ଗିଆ ବ୍ଲକ ର ବିଭିନ୍ନ ସ୍ଥାନରେ   ଅଚାନକ କାଳବୈଶାଖୀ ଆସି ପବନ ବର୍ଷା ରେ ଅନେକ କ୍ଷୟକ୍ଷତି ଘଟାଇଥିବା ଦେଖିବାକୁ ମିଳିଛି । ଏହି ପରିପ୍ରେକ୍ଷୀରେ କିଛି ଗରିବ ଲୋକଙ୍କ ଘରକୁ ଭାଙ୍ଗିଦେଇ ଛପର ଉଡ଼େଇ ନେଇଥିବା ଦେଖିବାକୁ ମିଳିଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଫିରିଙ୍ଗିଆ ବ୍ଲକ ଭୃଙ୍ଗିଯୋଡି ପଞ୍ଚାୟତ ସରୁଲାଇ ଗାଁର ଗୁମି ସାହିର ଜେଟା କହଁର ଙ୍କ ଘର  ।  ପବନ ବର୍ଷା ରେ ଘରର ଟିଣ ଉଡ଼େଯିବା ଫଳରେ ଘର ଭିତରେ ପାଣି ଜମି ରହିଥିବାରୁ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଘରର ଛପର ଉଡ଼େଇ ନେଇ ଅନେକ କ୍ଷୟକ୍ଷତି ହୋଇଛି ‌। ଜେଟେ କହଁର ଙ୍କ ପରିବାର ଏବେ ବେସହାର ହୋଇ ଅତି ହନ୍ତସନ୍ତ ରେ ଜୀବନ ବିତାଉଛନ୍ତି । ସେ ଜଣେ ଅତି ଗରିବ ପରିବାର ହୋଇଥିବା ରୁ ସରକାରୀ କ୍ଷତିପୂରଣ ଯୋଗାଇଦେବାକୁଗଣମାଧ୍ୟମ ଦ୍ୱାରା ସରକାର ଙ୍କ ନିକଟରେ ଅନୁରୋଧ କରିଛନ୍ତି ପରିବାର ଲୋକେ । ତେଣୁ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଆକର୍ଷଣ କରିବା ସହ ସେମାନଙ୍କ ପରିବାର କୁ କିଛି ସହାୟତା ଯୋଗାଇ ଦେବାକୁଗ୍ରାମବାସୀ ମଧ୍ୟ ଦାବି କରିଛନ୍ତି |

News Comment

You Might Also Like

BACK TO TOP