Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ରାଜନୈତିକ ଶତ୍ରୁତାରୁ ଆକ୍ରମଣ ଦୁଇ ଗିରଫ |

29-May-2026

ରାଜନୈତିକ ଶତ୍ରୁତାରୁ ଆକ୍ରମଣ:ଦୁଇ ଗିରଫ।

ଓଡିଶା ଜନ ମତ, ବ୍ରହ୍ମପୁର,

କୈଳାଶ ଚନ୍ଦ୍ର ଚୌଧୁରୀ :----
ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଝରପାରି ପଞ୍ଚାୟତର ଗମ୍ଭାରିଆ ଗ୍ରାମରେ ଚିକେନ୍ କଟା କାତିରେ ତିନି ଜଣଙ୍କୁ ମରଣାନ୍ତକ ଆକ୍ରମଣ ଫଳରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗାଙ୍ଗପୁର ପୋଲିସ ଗିରଫ କରିଛନ୍ତି  । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଝରପାରି ପଞ୍ଚାୟତର ଗମ୍ଭାରିଆ ଗ୍ରାମର ଗରିବ ନାଇକଙ୍କ ସ୍ତ୍ରୀ ରାଜଲକ୍ଷ୍ମୀ ନାଇକଙ୍କ ଲିଖିତ ଅଭିଯୋଗ ପ୍ରକାରେ, ତାଙ୍କ ସ୍ୱାମୀ ଗରିବ ଆଜି ମଧ୍ୟାହ୍ନ ୧୨ ଟା ସମୟରେ ଘରକୁ ଆସୁଥିବା ବେଳେ ସାମ୍ନାରେ ଚିକେନ ଦୋକାନ କରିଥିବା ସେହି ଗ୍ରାମର ଦୁଇ ଭାଇ ସୁବଳ ନାଇକ ଓ ସୁଦାମ ନାଇକ ସହିତ ସେମାନଙ୍କର ବାପା ଓ ସ୍ତ୍ରୀ ହଠାତ୍ ଚିକେନ କାତି ଧରି ଗରିବଙ୍କ ବେକକୁ ହାଣିବା ସମୟରେ ହାତ ଦେଖାଇ ଦେବାରୁ କାତିଟି ଡାହାଣ ହାତରେ ପଡ଼ିଯାଇଥିଲା ।ସେ ସମୟରେ ଗରିବଙ୍କ ମା ମଧ୍ୟ ଛଡ଼ାଇବା ବେଳେ ତାଙ୍କୁ ମଧ୍ୟ ହାଣି ପକାଇ ତଳେ ପକାଇ ଗୋଇଠା ମାରି ଥିଲେ ଏ ପରି କି ଗରିବଙ୍କ ବାପାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ ।ଏ ପରି କି ରାଜଲକ୍ଷ୍ମୀ ଙ୍କ ଉପରେ ମଧ୍ୟ ଆକ୍ରମଣ ହୋଇଥିବା ସେଏତଲାରେ ଦର୍ଶାଇ ଛନ୍ତି । ଅଭିଯୋଗ ଗ୍ରହଣ କରି ପୋଲିସ ମାମଲା ନଂ ୨୪୧/୨୬ ମକଦ୍ଦମା ରୁଜୁ କରି ଅଭିଯୁକ୍ତ ଦ୍ୱୟଙ୍କୁ ଭାରତୀୟ ନ୍ୟାୟ ସଂହିତା ଦଫା ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP