Breaking News

ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||     

ପୋଲସରା ରେ ନାରୀ ଅଧିକାର ଅଭିଯାନ ନେଇ ବିଶାଳ ରାଲି ||

29-May-2026

"ନାରୀ ଅଧିକାର ଅଭିଯାନ" ବିଶାଳ ରାଲିରେ ସାମିଲ ହେଲେ ୩ ହଜାରରୁ ଉର୍ଦ୍ଧ୍ବ ବିଜେଡ଼ି କର୍ମୀ(ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ରାଷ୍ଟ୍ରପତିଙ୍କୁ ପତ୍ର)

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା
ତ -- ୨୯/୦୫/୨୬ :----

ରାଜ୍ୟ ରେ ହେଉଥିବା ନାରୀ ପ୍ରତି ଅଣଦେଖା, ମହିଳା ସଂରକ୍ଷଣ ଅଧିନିୟମ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଓ ମହିଳାଙ୍କ ପ୍ରତି ବଢିଚାଲିଥିବା ନୃଶଂସ ନିର୍ଯାତନା ବନ୍ଦ କରି ଦୃଢ ପଦକ୍ଷେପ ନେବାପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପୋଲସରା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ। ପୂର୍ବତନ ମନ୍ତ୍ରୀ ତଥା ପୋଲସରା ପୂର୍ବତନ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ନିର୍ଦ୍ଦେଶକ୍ରମେ ପୋଲସରା ବ୍ଲକ ସଭାପତି ସୁରେନ୍ଦ୍ରନାଥ ପ୍ରଧାନଙ୍କ ସଭାପତିତ୍ବରେ  "ନାରୀ ଅଧିକାର ଅଭିଯାନ" ଜରିଆରେ ଏକ ରାଲିର ଆୟୋଜନ କରାଯାଇଥିଲା। ଏହି ରାଲିରେ ୩ ହଜାରରୁ ଉର୍ଦ୍ଧ୍ବ ଲୋକ ସାମିଲ ହୋଇଥିବା ବେଳେ ପୂର୍ବତନ ମନ୍ତ୍ରୀ ତଥା ପୋଲସରା ପୂର୍ବତନ ବିଧାୟକ ଶ୍ରୀକାନ୍ତ ସାହୁ ଓ କୋଦଳା ଏନଏସି ର ଆସିକା ସାଂସଦ ପ୍ରାର୍ଥୀନୀ ରଞ୍ଜିତା ସାହୁ ଯୋଗଦେଇ ପୋଲସରାର ଖେଳ ପଡିଆ ଠାରୁ ଏକ ବିଶାଳ ରାଲିରେ ମୁଖ୍ୟ ସଡ଼କ ଦେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିଜେପି ପାର୍ଲିଆମେଣ୍ଟରୁ ଆରମ୍ଭ କରି ବିଧାନସଭା ସବୁଆଡେ ନାରୀ ଅଧିକାର ଓ ସଶକ୍ତିକରଣ କରିଛି ବୋଲି ବଡ଼ ବଡ଼ ଭାଷଣ ବାଜି କରୁଛି। ୨୦୨୩ ମସିହାରେ ବିଜେଡି ସହମତିରେ ପାସ୍ ହୋଇଥିବା ୩୩ ପ୍ରତିଶତ ମହିଳା ସଂରକ୍ଷଣ ବିଲ୍ କୁଆଡେ ଗଲା, ବିଜେପି ସରକାର ରାଜ୍ୟରେ ଆସିବା ପରେ ଦୁଇ ବର୍ଷ ଧରି ନାରୀ ପ୍ରତି ହିଂସା, ଯୌନ ଉତ୍ପୀଡନ ବୃଦ୍ଧି ପାଇଛି।ଏନସିଆରବି ରିପୋର୍ଟ ଅନୁଯାୟୀ ଯୌନ ନିର୍ଯାତନା କ୍ଷେତ୍ରରେ ଓଡ଼ିଶା ପ୍ରଥମ ସ୍ଥାନ, ପ୍ରତ୍ୟେକ ଦିନ ଦୁଷ୍କର୍ମ, ଗଣଦୁଷ୍କର୍ମ ଓ ମହିଳାଙ୍କୁ ହତ୍ୟା ଭଳି ଅମାନୁଷିକ କାଣ୍ଡ ଘଟି ଚାଲିଛି। ରାଜ୍ୟ ସରକାରଙ୍କ ଅପାରଗତା,ବିଫଳତା ତଥା ଅପରାଧ ନିୟନ୍ତ୍ରଣ  ଚରମ ଉଦାସୀନତା ହେତୁ ମହିଳା ହିଂସାକାଣ୍ଡ ଓ ଯୌନ ନିର୍ଯାତନା ମାମଲା ବିଭିନ୍ନ ଥାନାରେ ୪୮ ହଜାର ରେକର୍ଡ କରାଯାଇଛି। ହିଞ୍ଜିଳିକାଟୁରେ ତିନି ବର୍ଷର ଶିଶୁ କନ୍ୟା ସାମ୍ନାରେ ମା କୁ ମାରିବା,ବାଲିଅନ୍ତାରେ ବୃଦ୍ଧା ମା ର ଏକମାତ୍ର ପୁଅକୁ ପୋଲିସ ସମ୍ମୁଖରେ ମାରିବା, ବରଗଡ଼ରେ କାର୍ଯ୍ଯରତ ଶିକ୍ଷୟିତ୍ରୀଙ୍କୁ ଉପରିସ୍ଥ ଅଧିକାରୀଙ୍କ ଦ୍ବାରା ଯୌନ ନିର୍ଯାତନା, ବାଲିପାଟଣାରେ ଯୁବକଙ୍କୁ ନିର୍ମମ ହତ୍ୟା କରାଯିବା ଭଳି ହିଂସା, ଦୈନଦିନ ବ୍ରହ୍ମପୁର ସହର ସହିତ ପୋଲସରା ସହରରେ ବଢୁଥିବା ଘଟଣାରେ ସରକାରଙ୍କ ଉପରୁ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ବାସ ଉଠି ଯାଇଛି।ଏହା ସହିତ ପୋଲସରା ନିର୍ବାଚନ ମଣ୍ଡଳୀରେ ବ୍ଳକ ଓ ପୋଲିସ ପ୍ରଶାସନ ଦ୍ବାରା  ବିଜେଡି କର୍ମୀଙ୍କୁ ଅଯଥାରେ ଥାନାରେ ଅଟକ ରଖିବା, ପଞ୍ଚାୟତର ଜନପ୍ରତିନିଧିଙ୍କ ବିଲ୍ ନ କରିବା ଭଳି ବିଷୟ   ପୋଲସରା ବିଧାୟକ ତଥା ମନ୍ତ୍ରୀ ଏବଂ ବିଜେପି କର୍ମୀ ମାନଙ୍କ ଇଙ୍ଗିତରେ ପରିଚାଳିତ ହେଉଥିବା ନେଇ ପ୍ରକାଶ ପାଇଥିଲା।୨୦୨୩ ମସିହାରେ ପାର୍ଲ୍ୟାମେଣ୍ଟରେ ଗୃହିତ ମହିଳା ସଂରକ୍ଷଣ ବିଲକୁ ଆଇନରେ ପରିଣତ,ଗତ ଦୁଇ ବର୍ଷ ମଧ୍ୟରେ କ୍ରମାଗତ ଭାବେ ବଢିଚାଲିଥିବା ନାରୀ ନିର୍ଯାତନାରେ ରୋକ ଲଗାଇ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ଜରିଆରେ ଏକ ଦୁଇ କିତା ଲିଖିତ ଦାବିପତ୍ର ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା। ବ୍ଳକ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଏନ୍ ଏ ସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ,ଝୁନୁ ଦାସ, ବୁଗୁଡ଼ା ଏନ୍ ଏ ସି ଉପାଧ୍ୟକ୍ଷା ଗୀତାଞ୍ଜଳି ପାଢ଼ୀ, ବ୍ଳକ ସଭାପତି ଖଦାଳ ଖଟେଇ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ ,ଜନପ୍ରତିନିଧି ସମେତ ୩ ହଜାରରୁ ଉର୍ଦ୍ଧ୍ବ ବିଜେଡ଼ି କର୍ମୀ ସାମିଲ ହୋଇଥିଲେ।

News Comment

You Might Also Like

BACK TO TOP