Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ବ୍ରହ୍ମପୁର ଟାଉନ ଥାନା ପୋଲିସ ପକ୍ଷରୁ ସାଇକେଲ ଚୋର ଙ୍କ ସହ 14 ସାଇକେଲ ଜବତ |

30-May-2026

ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ,୧୪ ସାଇକେଲ ଜବତ ଓ ଅଭିଯୁକ୍ତ ଗିରଫ  

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ,

 ବ୍ରହ୍ମପୁର:----
ରେଶମ ନଗରୀ ବ୍ରହ୍ମପୁର ସହରରେ ସାଇକେଲ ଚୋରି ବଢୁଥିବା ଖବର ପାଇ ପୋଲିସ ଅନୁସନ୍ଧାନ ଚଳାଇ ଖଲିକୋଟ ବିଶ୍ଵବିଦ୍ୟାଳୟ ନିକଟରେ ବୁଲୁଥିବା ଜଣେ ଯୁବକ କୁ ଥାନା କୁ ଆଣି ଜେରା କରିବା ପରେ ତାଠାରୁ ପୋଲିସ ୧୪ ଟି ଚୋରି ସାଇକେଲ ଜବତ କରି ଅଭିଯୁକ୍ତ ପିଣ୍ଟୁ ପ୍ରଧାନ କୁ ଭାରତୀୟ ନ୍ୟାୟ ସଂହିତା ଦଫା ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ପିଣ୍ଟୁ ର ଘର ବଡ଼ବଜାର ଥାନା ଅନ୍ତର୍ଗତ ଶ୍ରୀରାମ ନଗର ହୋଇଥିଲା ବେଳେ ଗତ କିଛି ଦିନ ତଳେ ଖଲିକୋଟ ବିଶ୍ଵବିଦ୍ୟାଳୟ ଖେଳ ପଡିଆ ନିକଟରୁ ଜଣେ ଲୋକଙ୍କ ସାଇକେଲ ଚୋରି ହେଇଥିବା ଥାନା ରେ ମାମଲା ରୁଜୁ ହୋଇଥିଲା। ମାମଲା କୁ ଭିତ୍ତି କରି ପୋଲିସ ନିକଟରେ ସଂଲଗ୍ନ ସିସିଟିଭି ଫୁଟେଜ ଯାଞ୍ଚ କରି ଅଭିଯୁକ୍ତ କୁ ଚିହ୍ନଟ କରି ପିଣ୍ଟୁ କୁ ସେହି ଅଞ୍ଚଳରେ ବୁଲୁଥିବା ବେଳେ ଉଠାଇ ନେଇ ଥାନା ରେ ଜେରା କରିଥିଲେ।

News Comment

You Might Also Like

BACK TO TOP