Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ଏକୁଟିଆ ଥିବା ମହିଳାଙ୍କୁ ଭୟ ଦେଖାଇ ବଳାତ୍କାର ରେ ଯୁବକ ଗିରଫ ||

30-May-2026

ମହିଳାଙ୍କୁ ଭୟ ଦେଖାଇ ବଳାତ୍କାର ଅଭିଯୋଗ, ଯୁବକ ଗିରଫ,

  ଓଡିଶା ଜନ ମତ ବ୍ୟୁରୋ |

ଅଧିକାଂଶ ସମୟରେ ନାରୀଙ୍କୁ ଭୟ ଓ ପ୍ରଲୋଭନ ଦେଖାଇ ବେଳେ ବେଳେ ପୁରୁଷ ମାନେ ତାଙ୍କୁ ବଳତ୍କାର କିମ୍ବା ହତ୍ୟା ନଚେତ ମାନସିକ ନିର୍ଯ୍ୟାତନା ଦେବାର ବହୁତ ନଜିର ରହିଛି  | ତେବେ ଜଣେ ଯୁବକ ଜଣେ ମହିଳାଙ୍କୁ ଛୁରୀ ଦେଖାଇ  ହତ୍ୟା ଧମକ ଦେଇ ବଳାତ୍କାରକରିଥିବାଅଭି
ଯୋଗରେ ପୁଲିସ ହିଞ୍ଜିଳି ଥାନା ମୋହିଗୁଡା ଗ୍ରାମର ଅମିର ଓରଫ ଅନ୍ଧ ସୁଆଁସିଆ (୩୦)ଙ୍କୁ ଗିରଫ କରିଛି । ଡ଼ାକ୍ତରୀ ମାଇନା ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ଏସଆଇ ରଶ୍ମିରଞ୍ଜନ ସାମଲ ସୂଚନା ଦେଇଛନ୍ତି । ପୁଲିସ ସୂଚନା ପ୍ରକାରେ ହିଞ୍ଜିଳି ଥାନା ଅଞ୍ଚଳର ଏକ ଗ୍ରାମର ଜଣେ ମହିଳା ସୋମ‌ବାର ରାତିରେ ଘରେ ଏକୁଟିଆ ଥିଲେ । ଏହାର ସୁଯୋଗ ନେଇ ଅଭିଯୁକ୍ତ ଯୁବକତାଙ୍କ ଘରେ ପଶି ଧରିଥିବା ଏକ ଛୁରିରେ ହତ୍ୟା ଭୟ ଦେଖାଇ ବଳପୂର୍ବକ ବଳାତ୍କାର କରିଥିଲା । ଦୁଇ ଦିନ ପରେ ମହିଳାଙ୍କ ସ୍ବାମୀ ଘରେ ପହଞ୍ଚିବା ପରେ ଘଟଣା ସମ୍ପର୍କରେ ଜଣାଇଥିଲେ । ଏନେଇ ସଂପୃକ୍ତ ମହିଳା ଗୁରୁବାର ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ । ପୁଲିସ ମାମଲା ରୁଜୁ କରି ତଦନ୍ତ ଚଳାଇ ଅଭିଯୁକ୍ତ ଯୁବକଙ୍କୁ ତାଙ୍କ ଗ୍ରାମରୁ ଗିରଫ କରିଥିଲା । ମହିଳାଙ୍କୁ ବଳାତ୍କାର କରିଥିବା ଗିରଫ ଯୁବକ ଜଣଙ୍କ ପୁଲିସ ନିକଟରେ ସ୍ୱୀକାର କରିଛି । ସଂପୃକ୍ତ ମହିଳା ଜଣଙ୍କ ୩ଟି ସନ୍ତାନର ଜନନୀ ଅଟନ୍ତି।

News Comment

You Might Also Like

BACK TO TOP