Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ବାଲିଗୁଡା ରେ ପରି ଗଣନା ଫର୍ମ ବାଣ୍ଟିଲେ ଉପଜିଲ୍ଲାପାଳ |

31-May-2026

ପରିଗଣନା ଫର୍ମ ବାଣ୍ଟିଲେ ଉପଜିଲ୍ଲାପାଳ ‘ଏସ ଆଇଆର’ କୁ  ନେଇ ବାଲିଗୁଡା ବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ

ଓଡିଶା ଜନମତ,ବାଲିଗୁଡା, ତା, ୩୧/୦୫ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାରେ ଆଜିଠୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ ଓ ଉପଜିଲ୍ଲାପାଳ ତଥା ଉପଖଣ୍ଡ ନିର୍ବାଚନ ଅଧୀକାରୀ ଶ୍ରୀମତୀ ପ୍ରଣୀତା ଙ୍କୁ ପରିଗଣନା ଫର୍ମ ପ୍ରଦାନ କରିଥିଲେ । ଉପ ଜିଲ୍ଲାପାଳ ତାକୁ ଗ୍ରହଣ କରିବା ସହିତ ବାଲିଗୁଡା ସହରର ବିଭିନ୍ନ ଅଞ୍ଚଳକୁ ଯାଇ ପରିଗଣନା ଫର୍ମ ବଣ୍ଟନ କରି ବିଏଲଓ ଏବଂ ଜନସାଧାରଣଙ୍କୁ ଉତ୍ସାହିତ କରିଥିଲେ। ଉପ ଜିଲ୍ଲାପାଳ ଏସ ଆଇ ଆର ସମ୍ପର୍କିତ ପ୍ରତିକ୍ରିୟାରେ କହିଛନ୍ତି ଯେ, ଶନିବାର ଠାରୁ ଆରମ୍ଭ ହୋଇଥିବା ଜିଲ୍ଲାର ସମସ୍ତ ଅଞ୍ଚଳରେ ପରିଗଣନା ଫର୍ମ ବଣ୍ଟନ ଆସନ୍ତା ଜୁନ୍ ୨୮ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏହି ଅଭିଯାନରେ ବୁଥ୍ ସ୍ତରୀୟ ଅଧୂକାରୀ (ବିଏଲଓ) ମାନେ ପ୍ରତ୍ୟେକ ଘରକୁ ଯାଇ ଭୋଟରମାନଙ୍କୁ ପରିଗଣନା ଫର୍ମ ବାଣ୍ଟିବେ। ଏହି ଫର୍ମରେ ଭୋଟରଙ୍କ ପୁରୁଣା ତଥ୍ୟ ସହ ଏକ ନୂତନ ଫଟୋଗ୍ରାଫ୍ ଲଗାଇବା ପାଇଁ ସ୍ଥାନ ରହିଛି। ଭୋଟର ମାନେ ନିଜର ଏବଂ ନିଜ ପରିବାର ସଦସ୍ୟଙ୍କ ସଠିକ୍ ବିବରଣୀ ଯେପରିକି- ଜନ୍ମ ତାରିଖ, ଆଧାର ନମ୍ବର, ମୋବାଇଲ୍ ନମ୍ବର ଏବଂ ଭୋଟର କ୍ରମିଜ ନମ୍ବର ଆଦି ପୂରଣ କରିବେ। କୌଣସି ସନ୍ଦେହ ଉପୁଜିଲେ, ଫର୍ମରେ ଉଲ୍ଲେଖ ଥିବା ବିଏଲ୍‌ଓଙ୍କ ମୋବାଇଲ୍ ନମ୍ବରରେ ଲୋକେ ସିଧାସଳଖ ଯୋଗାଯୋଗ କରିପାରିବେ। ଫର୍ମ ବାଣ୍ଟିବାର କିଛି ଦିନ ପରେ ବିଏଲ୍‌ଓମାନେ ପୁଣିଥରେ ଘରକୁ ଆସି ପୂରଣ ହୋଇଥିବାଫର୍ମଗୁଡ଼ିକୁ ସଂଗ୍ରହ କରିବେ। ଏଥିସହିତ ସେମାନେ ଦୁଇଟି ଫର୍ମରୁ ଗୋଟିଏ ନିଜ ସହ ନେବେ ଏବଂ ନାଗରିକମାନଙ୍କୁ ପ୍ରମାଣ ସ୍ୱରୂପ ଅନ୍ୟ ଫର୍ମ ଦସ୍ତଖତ କରି ପ୍ରଦାନ କରିବେ। ଭୋଟର ତାଲିକାରେ ବାଦ୍ ପଡ଼ିଥ‌ିବା ଯୋଗ୍ୟ ଭୋଟରଙ୍କୁ ସାମିଲ କରିବା ଏବଂ ଅଯୋଗ୍ୟଙ୍କ ନାମ ହଟାଇବା ହେଉଛି ଏହି କାର୍ଯ୍ୟକ୍ର ମର ମୂଳ ଲକ୍ଷ୍ୟ। ଯେଉଁମାନେ ବାହାରେ ରହୁଛନ୍ତି କିମ୍ବା ଅଫଲାଇନରେ ଫର୍ମ ପୂରଣ କରିପାରିବେ ନାହିଁ, ସେମାନେ (voters.eci.gov.in) ଜରିଆରେ ଅନଲାଇନ୍ ମାଧ୍ଯମରେ ନିଜର ଆବେଦନ ଦାଖଲ କରିପାରିବେ, ଯାହାକୁ ପରେ ବିଏଓ ଏବଂ ଇଆରଓ ଯାଞ୍ଚ କରିବେ। ଏହି ଗୁରୁତ୍ଵପୂର୍ଣ ପ୍ରକ୍ରିୟାକୁ ସଫଳ କରିବା ନିମନ୍ତେ ବିଏଓ ଏବଂ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ସମ୍ପୂର୍ଣ୍ଣ  ସହଯୋଗ କରିବା ପାଇଁ ବାଲିଗୁଡା ବାସୀଙ୍କୁ ଉପ ଜିଲ୍ଲାପାଳ ଅନୁରୋଧ କରିଛନ୍ତି ।

News Comment

You Might Also Like

BACK TO TOP