Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

କଲ୍ୟାଣ ସିଂହପୁର ବ୍ଳକ ର ପ୍ରାଥମିକବିଦ୍ୟାଳୟ ଶିକ୍ଷକ ଦେବେନ୍ଦ୍ର ବଛା ଅବସର ଗ୍ରହଣ କଲେ |

01-Jun-2026

ଦୀର୍ଘ ଶିକ୍ଷକତା ଜୀବନର ଅବସାନ, ଅବସର ଗ୍ରହଣ କଲେ ସୁପରିଚିତ ଶିକ୍ଷକ  ଦେବେନ୍ଦ୍ର ବଛା !

ଓଡିଶା ଜନମତ ରାୟଗଡା ,୩୧/୫,

 କାମେଶ୍ୱର କରକରିଆ :----

 ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ରେ ପ୍ରାୟ ଚାରି ଦଶନ୍ଧି ଧରି ଶିକ୍ଷା କ୍ଷେତ୍ରରେ ନିଷ୍ଠା ଓ ସମର୍ପଣର ସହ ସେବା ପ୍ରଦାନ କରି ଆସୁଥିବା ବରିଷ୍ଠ ଶିକ୍ଷକ ଶ୍ରୀ ଦେବେନ୍ଦ୍ର ବଛା ସରକାରୀ ଚାକିରିରୁ ରବିବାର ଦିନ ଅବସର ଗ୍ରହଣ କରିଛନ୍ତି। ତାଙ୍କ ଅବସର ଗ୍ରହଣ ଅବସରରେ ଶିକ୍ଷକ ଓ ବୁଦ୍ଧିଜୀବୀ ମହଳରେ ଭାବବିହ୍ୱଳ ପରିବେଶ ସୃଷ୍ଟି ହୋଇଛି। ୧୯୮୬ ମସିହା ସେପ୍ଟେମ୍ବର ୩ ତାରିଖରେ ନାରାୟଣପାଟଣା ବ୍ଲକର ଲୋକେସେଲି ପ୍ରାଥମିକ ବିଦ୍ୟାଳୟରୁ ନିଜର ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ  ଦେବେନ୍ଦ୍ର ବଛା। କର୍ମଜୀବନର ଆରମ୍ଭରୁ ସେ ଶିକ୍ଷାର ପ୍ରସାର, ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧର ବିକାଶ ଓ ବିଦ୍ୟାଳୟର ସାମଗ୍ରିକ ଉନ୍ନତି ପାଇଁ ନିରନ୍ତର କାର୍ଯ୍ୟ କରି ଆସିଥିଲେ।ସରଳ ବ୍ୟକ୍ତିତ୍ୱ, କର୍ତ୍ତବ୍ୟନିଷ୍ଠା ଏବଂ ଛାତ୍ରବତ୍ସଳ ମନୋଭାବ ପାଇଁ ସେ ସହକର୍ମୀ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ନିକଟରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଶିକ୍ଷକତା ସହିତ ସ୍ଥାନୀୟ ଶିକ୍ଷକ ନେତୃତ୍ୱ କ୍ଷେତ୍ରରେ ମଧ୍ୟ ସେ ନିଜର ଦକ୍ଷତା ଓ ସେବାଭାବ ପାଇଁ ସମ୍ମାନିତ ଥିଲେ। ଅବସର ଗ୍ରହଣ ସମୟରେ ସେ କୁଦଭଟ୍ଟା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ଥିବା ବେଳେ କଦମଦ୍ୱାର  ସାହି ଉଚ୍ଚ ପ୍ରାଥ ମିକ ବିଦ୍ୟାଳୟ ରେ ମୁତୟନ ଆଧାରରେ ସେବା ପ୍ରଦାନ କରୁଥିଲେ। 
ଦୀର୍ଘ କର୍ମଜୀବନ ମଧ୍ୟରେ ସେ ଅନେକ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଓ ଜୀବନର ସଠିକ୍ ଦିଗଦର୍ଶନ ଦେଇ ଜଣେ ଆଦର୍ଶ ଶିକ୍ଷକ ଭାବେ ପ୍ରତିଷ୍ଠିତ ହୋଇପାରିଛନ୍ତି। ଶିକ୍ଷା, ଶୃଙ୍ଖଳା ଓ ମାନବିକ ମୂଲ୍ୟବୋଧର ବାର୍ତ୍ତା ବହନ କରି ଦୀର୍ଘ ଚାରି ଦଶନ୍ଧିର ସେବା ପରେ ଅବସର ନେଇଥିବା ଶ୍ରୀ ଦେବେନ୍ଦ୍ର ବଛା ଆଗାମୀ ପିଢ଼ି ପାଇଁ ନିଶ୍ଚିତ ଭାବେ ଜଣେ ପ୍ରେରଣାଦାୟକ ଶିକ୍ଷକ ଭାବେ ସ୍ମରଣୀୟ ହୋଇ ରହିବେ।

News Comment

You Might Also Like

BACK TO TOP