Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ରାୟଗଡା ଜିଲ୍ଲା ସଦର ମହକୁମା ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି |

01-Jun-2026

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ।

ଓଡିଶା ଜନମତ ରାୟଗଡା, ୦୧/୦୬,

କାମେଶ୍ୱର କରକରିଆ : ---

ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ  ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାଜ ପ୍ରସାଦ, ବିଭାଗୀୟ ବନ ଅଧିକାରୀ ଶ୍ରୀ ସଚିନ ଆନ୍ନାସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ , ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଶାନ୍ତ ମିଶ୍ର, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ତଥା ସମନ୍ବିତ ଆଦିବାସୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ବିଭିନ୍ନ  ଅଭିଯୋଗ ଶୁଣାଣି କରିଥିଲେ ଲ ଆଜି ମୋଟ ୬୫ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା  । ସେଥି ମଧ୍ୟରୁ ୫୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୦ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ପଞ୍ଜିକରଣ ହୋଇଥିଲା।ଜିଲ୍ଲାପାଳ ଆଜି ମୋଟ ୫ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୭୬,୦୦୦ ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ ଏବଂ ୧୮ଗୋଟି ଅଭିଯୋଗକୁ ତୁରନ୍ତ ଶୁଣାଣିକରି ଶିବିରରେ ଫୋଇସିଲା କରାଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତକରି ତୁରନ୍ତ ପଦକ୍ଷେପ ନେବାପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ  ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

News Comment

You Might Also Like

BACK TO TOP