Breaking News

ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||     

ପ୍ରଧାନ ଶିକ୍ଷକ କାଳୀ ଚରଣ ମହାପାତ୍ର ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ ||

01-Jun-2026

ପ୍ରଧାନ ଶିକ୍ଷକ କାଳୀଚରଣ ମହାପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ତା. ୦୧/୬/୨୦୨୬:- ----

ପୋଲସରା ବ୍ଲକ୍  ଖଣ୍ଡୁରୁ ଗ୍ରାମ ପଞ୍ଚାୟତ ସ୍ଥିତ ଚଢ଼ିଆପଲ୍ଲୀ କୃଷ୍ଣଦାସପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାଳୀଚରଣ ମହାପାତ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ପୋଲସରା ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ସୂର୍ଯ୍ୟନାରାୟଣ ପୃଷ୍ଟିଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମଟିକୁ ମୁଖ୍ୟଅତିଥି ଭାବେ ସଙ୍ଘ ଉପଦେଷ୍ଟା ଦୂର୍ଗାପ୍ରସାଦ ମହାପାତ୍ର  ଯୋଗଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ  ପ୍ରଜ୍ଜ୍ୱଳନ କରି ଶୁଭ ଉଦଘାଟନ କରିଥିଲେ। ମୁଖ୍ୟବକ୍ତା ଭାବେ ପୁରୁଷୋତ୍ତମ ଉଚ୍ଚ  ବିଦ୍ୟାଳୟ  କଳମ୍ବର  ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ କଳମ୍ୱ  କ୍ଲଷ୍ଟର ସମ୍ବଳ ଶିକ୍ଷକ (ସିଆରସିସି)  ଅଜିତ କୁମାର ପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି କାହ୍ନୁ ଚରଣ ସାହୁ, ଚଢ଼ିଆପଡା କନକଦୂର୍ଗା ବିଦ୍ୟାପୀଠର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ, ଅବସରପ୍ରାପ୍ତ ଶିକ୍ଷକ ଚିତ୍ତରଞ୍ଜନ ମିଶ୍ର, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୃଷ୍ଣ ଚନ୍ଦ୍ର ପାତ୍ର, ପୋଲସରା ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ଅମିତାଭ ମିଶ୍ର, ପୂର୍ବତନ ସିଆରସିସି ସତ୍ୟ ନାରାୟଣ ନାୟକ, କଳମ୍ୱ ପାଟଣା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁଜାତା କୁମାରୀ ସାହୁଙ୍କ ସମେତ ବିଭିନ୍ନ ବିଦ୍ୟାଳୟର  ନାରାୟଣ ନାୟକ, ସଞ୍ଜୟ କୁମାର ପଟ୍ଟନାୟକ, ପ୍ରମୋଦ ଚନ୍ଦ୍ର ସାହୁ ଓ ରବି ନାରାୟଣ ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଅତିଥିବୃନ୍ଦ ନିଜ ନିଜର ସୁଚିନ୍ତିତ ବକ୍ତବ୍ୟ ଜରିଆରେ କାଳୀଚରଣ ମହାପାତ୍ରଙ୍କୁ ଜଣେ ଆଦର୍ଶ, କର୍ମଠ, ଦକ୍ଷ ସଂଗଠକ ଏବଂ ଜ୍ଞାନୀ ଶିକ୍ଷକ ଭାବେ ଅଭିହିତ କରିବା ସହ ତାଙ୍କର ସ୍ୱତନ୍ତ୍ର ବାକ୍ ଚଢ଼ୁରି ଗୁଣ ସକାଶେ ପୋଲସରା ଅଞ୍ଚଳର ଜଣେ କବି ଜଦୁମଣୀ ମହାପାତ୍ର ଅଟନ୍ତି ବୋଲି ପ୍ରସ°ଶା କରିଥିଲେ। ଏବଂ ତାଙ୍କର ଅବସର ଜୀବନ ନିରାମୟ ଏବଂ ଆନନ୍ଦମୟ ହେଉ ବୋଲି ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ପରେ ପର°ପରା ଅନୁସାରେ ମହାପାତ୍ରଙ୍କୁ ଅଙ୍ଗବସ୍ତ୍ର, ପୁଷ୍ପଗୁଚ୍ଛ ସହିତ ପୁରସ୍କାର ଏବଂ କବି ସମ୍ରାଟ୍ ଉପେନ୍ଦ୍ର ଭଞ୍ଜଙ୍କ କାବ୍ୟ କୃତ ସଂକଳନ ‘ବୈଦେହିଶ ବିଳାସ’ ପୁସ୍ତକ ଦିଆଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ସମ୍ବର୍ଦ୍ଧିତ ପ୍ରଧାନ ଶିକ୍ଷକ ନିଜର ଭାବ ବିହ୍ବଳ କଣ୍ଠରେ ନିଜର  ଦୀର୍ଘ ୩୦ ବର୍ଷ ଶିକ୍ଷକତା ଜୀବନର ଅନୁଭୂତିର ବର୍ଣ୍ଣନା କରିବା ସହ ତାଙ୍କୁ ମିଳିଥିବା ସମସ୍ତଙ୍କ ଆନ୍ତରିକ ସ୍ନେହ, ଶ୍ରଦ୍ଧା ଏବଂ ସହଯୋଗ ପାଇଁ ନିଜର ଅନ୍ତରର ପ୍ରଦେଶରୁ ଧନ୍ୟବାଦ୍ ସହିତ କୃତଜ୍ଞତା ଜଣାଇଥିଲେ।  ଏଥିସହିତ ସମସ୍ତଙ୍କ ମଙ୍ଗଳ ଏବଂ  ବିଦ୍ୟାଳୟର ଉତ୍ତରୋତ୍ତର ସହିତ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଉଜ୍ଜଳ ଶୁଭକାମନା କରିଥିଲେ। ପ୍ରାରମ୍ଭରେ ମଞ୍ଚାସିନ ଅତିଥିମାନଙ୍କୁ ପାର°ପରିକ ସ୍ଵାଗତ ଏବଂ ସମ୍ବର୍ଦ୍ଧନା ଦିଆଯିବା ସହିତ ବିଦ୍ୟାଳୟର ୨ ଜଣ ବାଳକ ଓ ବାଳିକାଙ୍କ ଦ୍ବାରା ସେବାନିବୃତ୍ତ  ବିଦାୟୀ ପ୍ରଧାନ ଶିକ୍ଷକଙ୍କ ଉଦ୍ଦେଶ୍ୟରେ  ସଙ୍ଗୀତ ଗାନ କରାଯାଇଥିବା ବେଳେ କାର୍ଯ୍ୟକ୍ରମ ସଂଯୋଜନା କବି ତଥା ଶିକ୍ଷକ ସତ୍ୟବାନ ପଣ୍ଡା ଅତି ସୁନ୍ଦର ଭାବେ କରିଥିଲେ। ଶେଷରେ ପୂର୍ବତନ ସିଆରସିସି ଅକ୍ଷୟ କୁମାର ପଣ୍ଡା  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP