Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

କଲ୍ୟାଣ ସିଂହପୁର ବ୍ଲକରେ ଅନାଥ ଓ ଅସହାୟ ଶିଶୁଙ୍କୁ ଚିନ୍ହଟ ପାଇଁ ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ ||

01-Jun-2026

ଅନାଥ ଓ ଅସହାୟ ଶିଶୁଙ୍କ ଚିହ୍ନଟ ପାଇଁ ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ
ଓଡିଶା ଜନମତ ରାୟଗଡା , ୦୧/୦୬ 

କାମେଶ୍ୱର କରକରିଆ : ---

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଆଇସିଡିଏସ୍ କାର୍ଯ୍ୟାଳୟ ପରିସରରେ ଆଜି ଅନାଥ ଓ ଅସହାୟ ଶିଶୁଙ୍କ ଚିହ୍ନଟ ନିମନ୍ତେ ଏକ ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ ହୋଇଯାଇଛି। ସକାଳ ୮ଟାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ ଚାଲିଥିବା ଏହି ଶିବିରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମହାଦେବ ଚିଛୁଆନଙ୍କ ଅଧ୍ୟକ୍ଷତାରେ ଅରଫାନ ସର୍ଭେ ଅନ୍ତର୍ଗତ ଚିହ୍ନଟ ହୋଇଥିବା ଶିଶୁ ଓ ସେମାନଙ୍କ ପରିବାରବର୍ଗ ଅଂଶଗ୍ରହଣ କରିଥିଲେ। ଶିବିରରେ ଶିଶୁ ସୁରକ୍ଷା ଅଧିକାରୀ ମନୋରଞ୍ଜନ ବାଘ, କଲ୍ୟାଣସିଂହପୁରର ଭାରପ୍ରାପ୍ତ ସିଡିପିଓ ଜୟଲକ୍ଷ୍ମୀ, ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ପ୍ରମୋଦ କୁମାର ନାୟକ,ସଦସ୍ୟ ରାଧାଶ୍ୟାମ ପଣ୍ଡା ଓ ସଙ୍ଗୀତା ବେହେରାଙ୍କ ସମେତ ପରାମର୍ଶଦାତା ବିଶ୍ୱବନ୍ଦିତା ବେଉରା ଉପସ୍ଥିତ ରହି ଶିଶୁମାନଙ୍କ ଅଧିକାର, ସୁରକ୍ଷା ଏବଂ ସରକାରୀ ସହାୟତା ସମ୍ପର୍କରେ ସଚେତନ କରାଇଥିଲେ। କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ଅଞ୍ଚଳରୁ ୫୪ଟି ପରିବାର ଏହି ଶିବିରରେ ଯୋଗଦେଇଥିବା ବେଳେ ୪୩ ଜଣ ଶିଶୁଙ୍କୁ ଚିହ୍ନଟ କରାଯାଇଥିଲା। ଚିହ୍ନଟ ହୋଇଥିବା ଶିଶୁମାନଙ୍କୁ ସରକାରଙ୍କ ପକ୍ଷରୁ ଉପଲବ୍ଧ ବିଭିନ୍ନ କଲ୍ୟାଣମୂଳକ ଯୋଜନା ଓ ସୁବିଧାସୁଯୋଗ ପ୍ରଦାନ କରାଯିବ ବୋଲି ଅଧିକାରୀମାନେ ସୂଚନା ଦେଇଥିଲେ।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ କଲ୍ୟାଣସିଂହପୁର ଆଇସିଡିଏସ୍‌ର ସମସ୍ତ କର୍ମଚାରୀ ସକ୍ରିୟ ସହଯୋଗ କରିଥିଲେ। ଶିଶୁମାନଙ୍କ ସୁରକ୍ଷା, ଶିକ୍ଷା ଓ ଭବିଷ୍ୟତ ଉନ୍ନତି ପାଇଁ ଏପରି ଶିବିର ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଉଥିବା ମତ ପ୍ରକାଶ ହୋଇଛି।

News Comment

You Might Also Like

BACK TO TOP