Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

କବିସୂର୍ଯ୍ୟ ନଗର ଥାନା ଶିଆଳିଆ ଗ୍ରାମ ର ଦିବ୍ୟଙ୍ଗ ଯୁବକ କୁ ପୋଲିସର ମାଡ଼ରେ ମୃତ୍ୟୁ ଅଭିଯୋଗ ||

01-Jun-2026

ପଥର କୁଆଁରୀ ରେ କାର୍ଯ୍ୟରତ ଦିବ୍ୟାଙ୍ଗ ଯୁବକ ପୋଲିସ ମାଡରେ ମୃତ୍ୟୁ ଅଭିଯୋଗ,

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର:----

 କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଶିଆଳିଆ ଗ୍ରାମରେ ଦିବ୍ୟାଙ୍ଗ ଯୁବକ ପୋଲିସ ମାଡରେ  ମୃତ୍ୟୁ ଅଭିଯୋଗରେ ପରିବାର ଓ ଗାଁ ଲୋକଙ୍କ ଥାନା ଆଗରେ ଧାରଣା ଦେଇଛନ୍ତି। ଅନ୍ୟ ପକ୍ଷରେ ପୋଲିସ ଡ଼ିଜି ଙ୍କ ତରଫରୁ ସ୍ବତନ୍ତ୍ର ତଦନ୍ତ ପାଇଁ ରାଜ୍ୟ ମାନବାଧିକାର ପ୍ରକୋଷ୍ଠ ପକ୍ଷରୁ ଦୁଇ ଜଣିଆ ସଦସ୍ୟଙ୍କ ଜରିଆରେ ନିର୍ଦେଶ। ସୁଚନା ଅନୁଯାୟୀ ଜଣାପଡିଛି ଯେ ଗତ ୨୫ ତାରିଖ ଦିନ ଦିବ୍ୟାଙ୍ଗ ଯୁବକ ଶୁଶାନ୍ତ ସାହୁ କୁ ପଥର କୁଆଁରୀ ରେ କାମ କରୁଥିବା ସମୟରେ ପୋଲିସ୍ ଉଠାଇ ନେଇ ମାନସିକ ଓ ଶାରିରୀକ ନିର୍ଯ୍ୟାତନା ଦେଇ ଏକ ସପ୍ତାହ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଏହା ମଧ୍ୟରେ ଶୁଶାନ୍ତ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିଲା। ଯାହାକି ତାର ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି ଓ ସମସ୍ତ କ୍ଷତ ସ୍ଥାନରେ ଲଙ୍କା ଗୁଣ୍ଡ ବୋଳା ହୋଇଥିବା ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଗତକାଲି ତାଙ୍କ ମୃତ୍ୟୁ ଘଟିଥିଲା। ଯାହା ଫଳରେ ତାଙ୍କ ସ୍ତ୍ରୀ ପୋଲିସ ବିରୋଧରେ ଅଭିଯୋଗ କରିବା ସହ ଗାଁ ଲୋକଙ୍କ ସହଯୋଗରେ ଥାନା ରେ ଧାରଣା ଦେଇଛନ୍ତି।

News Comment

You Might Also Like

BACK TO TOP