Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ସତ୍ୟନାରାୟଣ ଦାସ ଖଲ୍ଲିକୋଟ ବିଇଓ ଭାବେ କାର୍ଯ୍ୟରେ ଯୋଗଦେଲେ ||

02-Jun-2026

ଖଲ୍ଲିକୋଟ ବି.ଇ.ଓ. ଭାବେ ଯୋଗଦେଲେ ସତ୍ୟନାରାୟଣ ଦାସ 

ଓଡିଶା ଜନ ମତ ବ୍ୟୁରୋ, 

ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରୀଯୁକ୍ତ ସତ୍ୟନାରାୟଣ ଦାସ ଆଜି ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦାନ କରିଅଛନ୍ତି । ଏହାପୂର୍ବରୁ ବେଗୁନିଆପଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରୁଦ୍ର ନାରାୟଣ ସାହୁ ଖଲ୍ଲିକୋଟର ଅତିରିକ୍ତ ଦାୟିତ୍ବ ବହନ କରି ବି.ଇ.ଓ. କାର୍ଯ୍ୟ ତୁଲାଇ ଆସୁଥିଲେ । ପ୍ରାକ୍ତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ସାହୁଙ୍କ ଠାରୁ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଶ୍ରୀଯୁକ୍ତ ସାହୁଙ୍କ କାର୍ଯ୍ୟକୁ ନୂତନ ବି.ଇ.ଓ. ପ୍ରଶଂସା କରିଥିଲେ ।ସେ ପୂର୍ବରୁ ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି. କେ. ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ରୂପେ କର୍ତ୍ତବ୍ୟ ସମ୍ପାଦନ କରିଆସୁଥିଲେ ।କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ବି. ଆର.ସି. ସି., ଷୋହଳ ଗୋଟି କ୍ଲଷ୍ଟରର ସି. ଆର. ସି. ସି.ଙ୍କ ଉପସ୍ଥିତିରେ ଶ୍ରୀଯୁକ୍ତ ଦାସ ନୂତନ ଦାୟିତ୍ବ ଗ୍ରହଣ କରିଛନ୍ତି । ଶିକ୍ଷକମାନଙ୍କ ସମସ୍ୟା, ଶିକ୍ଷା କ୍ଷେତ୍ରରେ ସୁଧାର ଆଣିବା ପାଇଁ ସମସ୍ତଙ୍କ ସହଯୋଗ କାମନା, ବିଭିନ୍ନ ସମୟରେ ହେଉଥିବା କାର୍ଯ୍ୟକ୍ରମର ସୁପରିଚାଳନା, ଉଲ୍ଲାସ କାର୍ଯ୍ୟକ୍ରମକୁ ବ୍ୟାପକ କରିବା, ବିଭିନ୍ନ ବିଦ୍ୟାଳୟରେ ଲାଗି ରହିଥିବା ସମସ୍ୟା ଅସୁବିଧାର ସୁସମାଧାନ ପାଇଁ ଉଦ୍ୟମ ଅବ୍ୟାହତ ରଖିବେ ବୋଲି ମତବ୍ୟକ୍ତ କରିଛନ୍ତି । ନୂତନ ବି.ଇ.ଓ.ଙ୍କ ଯୋଗଦାନକୁ ନେଇ ବିଭିନ୍ନ ମହଲରେ ଉତ୍ସାହ ଆନନ୍ଦ ପ୍ରକାଶ ପାଇଛି ।

ରିପୋର୍ଟ-
ଡକ୍ଟର ଦ୍ୱାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP