Breaking News

ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||      ଟ୍ରାଫିକ ସମସ୍ୟା ଯୋଗୁଁ ବାଲିମେଳା ଦୈନିକ ବଜାର ରେ ଯାତ୍ରୀ ହନ୍ତସନ୍ତ |   (05-Aug-2026)       ||      ରାଷ୍ଟ୍ରପତି ଙ୍କ ଭବନ ରେ ଶୋଭା ପାଇବ ତିନି ରଥର ତିନି ଚକ, ସମ୍ମତି ଦେଲେ ମହାମହିମ |    (05-Aug-2026)       ||     

ଟଙ୍କା ହେରଫେର ଘଟଣା ରେହିଞ୍ଜିଳି ବ୍ଳକ ପଞ୍ଚାୟତ ପିଇଓ ଗିରଫ

02-Jun-2026

ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ ।

 ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ |

ବୟସ୍କ ବ୍ୟକ୍ତିଙ୍କ ଭତ୍ତା ପାଣ୍ଠିରୁ ୧୨.୩୦ ଲକ୍ଷ ହେରଫେର ଅଭିଯୋଗ।
ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ବ୍ଲକରେ ସରକାରୀ ଉନ୍ନୟନ ଅର୍ଥ ଓ ଭତ୍ତା ଟଙ୍କା ହଡ଼ପ ଭଳି ଅଭିଯୋଗ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଦାରୁଭଦ୍ରା ଗ୍ରାମ ପଞ୍ଚାୟତରେ ଭତ୍ତା ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଆସିଥିବା ପାଣ୍ଠିରୁ ପ୍ରାୟ ୧୨ ଲକ୍ଷ ୩୦ ହଜାର ଟଙ୍କା ହେରଫେର ହୋଇଥିବା ଅଭିଯୋଗରେ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ତ୍ରିଲୋଚନ ନାୟକଙ୍କୁ ପୁଲିସ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP