Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଉଦ ଘଟନୀ ମ୍ୟାଚ ରେ କୁମାର ଗୁଡାକୁ ହରାଇ ବାଗ ଡ଼ଙ୍ଗର ବିଜୟୀ |

03-Jun-2026

ଉଦ୍‌ଘାଟନୀ ମ୍ୟାଚ୍‌ରେ କୁମାରଗୁଡାକୁ ହରାଇ ବାଗଡଙ୍ଗର ବିଜୟୀ, 

ଓଡ଼ିଶା ଜନମତ ରାୟଗଡ଼ା , ୩/୬,

କାମେଶ୍ୱର କରକରିଆ: ----

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡା ପଞ୍ଚାୟତର ରେଖାଲିଗୁଡା ଠାରେ ବୁଧବାର ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୁଭାରମ୍ଭ ହୋଇଯାଇଛି। ଗ୍ରାମବାସୀ ଓ କ୍ରୀଡ଼ାପ୍ରେମୀଙ୍କ ଉପସ୍ଥିତିରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ଜିଲ୍ଲା ସଭାପତି ଶିବ ଶଙ୍କର ଉଲାକା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ଏହାସହ ଜିଲ୍ଲା ସାଧାରଣ ସମ୍ପାଦକ ଭିକାରି ନାହାକ, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରତାପ ପୁଆଲା, ମାଝୀଗୁଡା (ଶିକାରପାଇ) ମଣ୍ଡଳ ସଭାପତି ଅନିଲ କୁମାର ଜାଡି ଏବଂ ଅନ୍ୟାନ୍ୟ ବରିଷ୍ଠ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଅତିଥିମାନେ ଫିତା କାଟି ଟୁର୍ଣ୍ଣାମେଣ୍ଟର ଔପଚାରିକ ଉଦ୍‌ଘାଟନ କରିଥିଲେ।ଉଦ୍‌ଘାଟନୀ ମ୍ୟାଚ୍‌ରେ କୁମାରଗୁଡା ଓ ବାଗଡଙ୍ଗର ଦଳ ମଧ୍ୟରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିଥିଲା। ଟସ୍‌ ଜିତି କୁମାରଗୁଡା ଦଳ ପ୍ରଥମେ ବ୍ୟାଟିଂ କରି ୧୦ ଓଭରରେ ସମସ୍ତ ୧୦ଟି ଉଇକେଟ ହରାଇ ୫୨ ରନ ସଂଗ୍ରହ କରିଥିଲା।
ଜବାବରେ ବାଗଡଙ୍ଗର ଦଳ ଆକ୍ରମଣାତ୍ମକ ବ୍ୟାଟିଂ ପ୍ରଦର୍ଶନ କରିଥିଲା। ଦଳର ବ୍ୟାଟ୍ସମ୍ୟାନ ପୂର୍ଣ୍ଣ ହୁଇକା ମାତ୍ର ୨୦ଟି ବଲ୍‌ରେ ୪୦ ରନର ଆକର୍ଷଣୀୟ ପାଳି ଖେଳି ଦଳକୁ ବିଜୟ ଦିଗରେ ନେଇଥିଲେ। ବାଗଡଙ୍ଗର ଦଳ ୫.୪ ଓଭରରେ ୨ଟି ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ଉଦ୍‌ଘାଟନୀ ମ୍ୟାଚ୍‌ରେ ବିଜୟୀ ହୋଇଥିଲା।
ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଥିବା ବେଳେ ଆସନ୍ତା ଜୁନ ୧୨ ତାରିଖ ପର୍ଯ୍ୟନ୍ତ ପ୍ରତିଯୋଗିତା ଚାଲିବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି। କ୍ରୀଡ଼ା ମାଧ୍ୟମରେ ଯୁବପିଢ଼ୀଙ୍କ ମଧ୍ୟରେ ଭାଇଚାରା ଓ କ୍ରୀଡ଼ା ମନୋଭାବ ବୃଦ୍ଧି ପାଇବ ବୋଲି ଅତିଥିମାନେ ମତ ପ୍ରକାଶ

News Comment

You Might Also Like

BACK TO TOP