Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଲୋକଙ୍କ ମୌଳିକ ସମସ୍ୟା ର ସମାଧାନ ପାଇଁ ଜିଲ୍ଲପାଳ ଅଫିସ ଘେରିଲେ ଦଳିତ ସଙ୍ଘଠନ ||

04-Jun-2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ।

 ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ,

 ବ୍ରହ୍ମପୁର:----
ଗଞ୍ଜାମ ଜିଲ୍ଲାର ଦଳିତ ଓ ଆଦିବାସୀମାନେ ବିଭିନ୍ନ କ୍ଷେତ୍ରରେ ଅବହେଳିତ ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଦଳିତ ଓ ଆଦିବାସୀମାନଙ୍କ ଅଧିକାରୀ ପାଇଁ ସଂଗ୍ରାମ କରି ଆସୁଥିବା ବିଭିନ୍ନ ସଂଗଠନ ଯଥା ଏଆଇକେଏମ ଏସ୍ , ଓଡ଼ିଶା ଦଳିତ ମହାସଭା ଓ ଅଖିଳ ଭାରତୀୟ ଆଦିବାସୀ ଫୋରମ୍ ଓ ରୁଷିକୁଲ୍ୟା ରୟତି ମହାସଭା ପକ୍ଷରୁ ଏହି ଘେରାଉ କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଯଥା ଚାଷ ଓ ବାସ କରି ରହୁଥିବା ଚାଷୀମାନେ ଜମି ପଟ୍ଟା ପାଇପାରୁନାହାଁନ୍ତି। ଯାହା ଫଳରେ ସେମାନେ ବିଭିନ୍ନ ମୌଳିକ ଅଧିକାର ରୁ ବଞ୍ଚିତ ହେଉଛନ୍ତି। ବିଶେଷ କରି ଉକ୍ତ ଅଞ୍ଚଳରେ ପାନୀୟ ଜଳ, ବିଦ୍ୟୁତ୍ ସଂଯୋଗ ଗମନାଗମନ ସୁବିଧା ର ମୁଳ ସମସ୍ୟା ରହିଛି। ଏହି ଭଳି ପରିସ୍ଥିତିରେ ବିଭିନ୍ନ ସଂଗଠନ ନେତୃବୃନ୍ଦ ମଥା ଭାଲ ଚନ୍ଦ୍ର ଷଡ଼ଙ୍ଗୀ, ପ୍ରତାପ ନାୟକ, ସଂଗ୍ରାମ ନାୟକ, ଲଡୁ କିଶୋର ଡାକୁଆ,ଯକ୍ଷ ଗମାଙ୍ଗ,ସିମାଞ୍ଚଳ ନାହାକ ଙ୍କ ଭଳି ବହୁ ନେତୃବୃନ୍ଦ ଅଂଶଗ୍ରହଣ କରି ଅବହେଳିତ ଦଳିତ ଓ ଆଦିବାସୀମାନଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ଦାବି ଉପସ୍ଥାପନ କରିଛନ୍ତି।

News Comment

You Might Also Like

BACK TO TOP