Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ବାଲିଗୁଡା ରେ ଏସ ଆଇ ଆର, 2026 ସଚେତନତା କାର୍ଯ୍ୟକ୍ରମ ||

04-Jun-2026

ବାଲିଗୁଡ଼ାରେ ଏସ ଆଇ ଆର-୨୦୨୬ ସଚେତନତା: ଫୁଟବଲ ମ୍ୟାଚରେ ଉପଖଣ୍ଡ କ୍ରୀଡ଼ା ସଂଘର ବିଜୟ

ଓଡିଶା ଜନମତ, ବାଲିଗୁଡା, ତା, ୦୪/୦୬,

ସଞ୍ଜୟ କୁମାର ପାଣିଗ୍ରାହୀ: ---

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ ଏସ ଆର ଆର-୨୦୨୬ (Special Intensive Revision) ସ୍ୱତନ୍ତ୍ର ସଘନ ସଂଶୋଧନ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ ରୋମାଞ୍ଚକର ଫୁଟବଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍ `ପ୍ରଶାସନ ଏକାଦଶ` ଏବଂ `ଉପଖଣ୍ଡ କ୍ରୀଡ଼ା ସଂଘ ଏକାଦଶ ` ମଧ୍ୟରେ ଖେଳା ଯାଇଥିଲା। ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ପୂର୍ଣ୍ଣ ଏହି ମ୍ୟାଚରେ ଉପଖଣ୍ଡ କ୍ରୀଡ଼ା ସଂଘ ଏକାଦଶ  ଦଳ ୪-୨ ଗୋଲରେ ପ୍ରଶାସନ ଏକାଦଶ ଦଳକୁ ପରାସ୍ତ କରି ବିଜୟୀ ହୋଇଛି। ଏହି କ୍ରୀଡ଼ା କାର୍ଯ୍ୟକ୍ରମ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସଫଳତାର ସହ ସମ୍ପନ୍ନ ହୋଇଥିଲା। ଏହି ଅବସରରେ ବିଡିଓ ଅକ୍ଷୟ କୁମାର ମଲ୍ଲିକ, ସହ ଉପଜିଲ୍ଲାପାଳ ସଞ୍ଜୀବ ରୂପାମାଝୀ, ସହକାରୀ ଜିଲ୍ଲାପାଳ ରୂପକ କୁଜୁର, ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଉପଖଣ୍ଡ ସୂଚ଼ନା ଏବଂ ଲୋକ ସମ୍ପର୍କ ଅଧିକାରୀ ଶିବ ଶଙ୍କର ସମରଥ ଙ୍କ ସମେତ ସମସ୍ତ କିରାଣୀ, ବିଲିଂ ଆସିଷ୍ଟାଣ୍ଟ ଏବଂ ପ୍ରଶାସନିକ କର୍ମଚାରୀମାନେ ଉପସ୍ଥିତ ରହି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସରକାରୀ ସଂସ୍କାର ଏବଂ ସଚେତନତା ବାର୍ତ୍ତା ଜନସାଧାରଣଙ୍କ ନିକଟରେ ପହଞ୍ଚାଇବାକୁ ପ୍ରୟାସ କରାଯାଇଥିଲା।

News Comment

You Might Also Like

BACK TO TOP