Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଆମ୍ବୁଲାନ୍ସ ସେବା ନ ମିଳିବାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ |

05-Jun-2026

ଆମ୍ବୁଲାନ୍ସ ସେବା ନ ମିଳିବାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ
ଭଡ଼ା ଗାଡ଼ିରେ ବ୍ରହ୍ମପୁର ନେଉଥିବା ବେଳେ ଅଧା ରାସ୍ତାରେ ଚାଲିଗଲା ଜୀବନ,
ଓଡିଶା ଜନମତ, ରାୟଗଡା , ୦୫/୦୬,

କାମେଶ୍ୱର କରକରି:-------

ଠିକ ସମୟରେ ଆମ୍ବୁଲାନ୍ସ ସେବା ନ ମିଳିବାରୁ ଜଣେ ଦୁର୍ଘଟଣାଗ୍ରସ୍ତ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ପରିବାର ପକ୍ଷରୁ ଗୁରୁତର ଅଭିଯୋଗ ହୋଇଛି। ଏହି ଘଟଣା ସ୍ୱାସ୍ଥ୍ୟ ସେବା ଓ ଆପତ୍କାଳୀନ ଚିକିତ୍ସା ବ୍ୟବସ୍ଥାକୁ ନେଇ ପୁଣିଥରେ ପ୍ରଶ୍ନ ଉଠାଇଛି। ମୃତ ଯୁବକ ହେଲେ ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସେରିଗୁମା ପଞ୍ଚାୟତ ଭାଲୁମାସ୍କା ଗାଁର କାସ୍ତୁ ପ୍ରାସ୍କାଙ୍କ ପୁଅ ଅରୁଣ ପ୍ରାସ୍କା (୨୩)। ସୂଚନା ଅନୁଯାୟୀ, ଗତ ଗୁରୁବାର ସନ୍ଧ୍ୟାରେ ଅରୁଣ ଜଣେ ସାଙ୍ଗଙ୍କ ଜନ୍ମଦିନ ପାଳନ କରିବା ପାଇଁ ରାୟଗଡ଼ା ଅଭିମୁଖେ ଏକ ବାଇକ ଯୋଗେ ଯାଉଥିବା ବେଳେ ଆର.କେ ନଗର ପରିସରରେ ଦୁର୍ଘଟଣାର ଶିକାର ହୋଇଥିଲେ। ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ରାୟଗଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ମେଡିକାଲକୁ ରେଫର କରିଥିଲେ। ମାତ୍ର ସେହି ସମୟରେ ଆମ୍ବୁଲାନ୍ସ ଉପଲବ୍ଧ ନଥିବାରୁ ପରିବାର ଲୋକେ ବାଧ୍ୟ ହୋଇ ଏକ ଭଡ଼ା ଗାଡ଼ି ଯୋଗେ ତାଙ୍କୁ ବ୍ରହ୍ମପୁର ନେଉଥିଲେ। କିନ୍ତୁ ଦୁର୍ଭାଗ୍ୟବଶତଃ ଅଧା ରାସ୍ତାରେ ହିଁ ଅରୁଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ପରିବାର ପକ୍ଷରୁ ଆମ୍ବୁଲାନ୍ସ ସେବାର ଅଭାବକୁ ନେଇ ତୀବ୍ର କ୍ଷୋଭ ପ୍ରକାଶ କରାଯାଇଛି। ସମୟରେ ଆମ୍ବୁଲାନ୍ସ ମିଳିଥାନ୍ତା ହେଲେ ଅରୁଣଙ୍କ ଜୀବନ ବଞ୍ଚି ପାରିଥାନ୍ତା ବୋଲି ପରିବାର ଅଭିଯୋଗ କରିଛନ୍ତି। ଘଟଣା ସମ୍ପର୍କରେ ଖବର ପାଇ ରାୟଗଡ଼ା ପୁଲିସ ପହଞ୍ଚି ଶବ ଜବତ କରି ଏକ ଏକ କେଶ ଫାଇଲ କରି ଅଧିକ  ତଦନ୍ତ ଆରମ୍ବ କରୁଛି ଓ ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଏହି ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଛି।

News Comment

You Might Also Like

BACK TO TOP