Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ସତ୍ୟଭାମା ଗଣେଶ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର |

06-Jun-2026

ସତ୍ୟଭାମା ଗଣେଶ ଚନ୍ଦ୍ର ଉଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଙ୍କୁ  ପ୍ରକୃତି ବନ୍ଧୁ ପୁରସ୍କାର,

ଓଡ଼ିଶା ଜନମତ , ବିଂଝାରପୁର , ୫ | ୦୬ 

ପ୍ରଦୀପ କୁମାର ମଲ୍ଲିକ):

ବିଶ୍ୱ ପରିବେଶ ଦିବସ ଅବସରରେ ଜିଲ୍ଲା ପରିବେଶ ସମିତି ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ ଉତ୍ସବରେ ବିଂଝାରପୁର ବ୍ଲକ ର ପୁରାତନ ଶିକ୍ଷାନୁଷ୍ଠାନ ସତ୍ୟଭାମା ଗଣେଶ ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟକୁ “ପ୍ରକୃତି ବନ୍ଧୁ ” ପୁରସ୍କାର ପ୍ରଦାନ କରାଯାଇଛି। ବିଦ୍ୟାଳୟର ଇକୋ କ୍ଲବ୍‌ର ଦାୟିତ୍ୱପ୍ରାପ୍ତ ତଥା ବରିଷ୍ଠ  ଶିକ୍ଷକ ଶ୍ରୀ ସମରେନ୍ଦ୍ର ମାଝୀ ଙ୍କ ଦୀର୍ଘଦିନର ପରିବେଶ ସୁରକ୍ଷା, ବୃକ୍ଷରୋପଣ ଏବଂ ସଚେତନତା କାର୍ଯ୍ୟକ୍ରମ ପ୍ରତି ଅବଦାନକୁ ସ୍ୱୀକୃତି ଦେଇ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଜଗନ୍ନାଥ ବେହେରା ଙ୍କୁ ମାନପତ୍ର ସହିତ ୧୦ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ବେହେରା ମହୋଦୟ କହିଥିଲେ ଯେ, ଏହି ପୁରସ୍କାର ରାଶିକୁ ବିଦ୍ୟାଳୟ ପରିସରକୁ ଅଧିକ ସବୁଜ ଓ ସୁନ୍ଦର କରିବା ଦିଗରେ ବିନିଯୋଗ କରାଯିବ।ଏହି ଅବସରରେ ଖଣ୍ଡିତର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ବିଶ୍ୱ ପରିବେଶ ଦିବସ ଉତ୍ସବ ଆୟୋଜିତ ହୋଇଥିଲା। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ପରିଷଦର ଆଞ୍ଚଳିକ ଅଧିକାରୀ ଶ୍ରୀ ମଦନ ମୋହନ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍ସବର ଉଦ୍ଘାଟନ କରିଥିଲେ। ଏହି ସମ୍ମାନ ସତ୍ୟଭାମା ଗଣେଶ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପରିବେଶ ସୁରକ୍ଷା କ୍ଷେତ୍ରରେ ନିରନ୍ତର କାର୍ଯ୍ୟ ଏବଂ ସମାଜରେ ସଚେତନତା ସୃଷ୍ଟି ପାଇଁ ଏକ ଗୌରବମୟ ସ୍ୱୀକୃତି ବୋଲି ସ୍ଥାନୀୟ ଶିକ୍ଷାବିତ୍ ଓ ପରିବେଶ ପ୍ରେମୀମାନେ ମତ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP