Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ପୋଲିସ ସିପାହୀଙ୍କ ଆତ୍ମହତ୍ୟା ଉଦ୍ୟମ ଗୁରୁତର ଅବସ୍ଥାରେ ମେଡିକାଲ ରେ ଭର୍ତ୍ତି |

06-Jun-2026

ପୋଲିସ ସିପାହୀ ଙ୍କ ଆତ୍ମହତ୍ୟା ଉଦ୍ୟମ।

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ,

 ବ୍ରହ୍ମପୁର:-----
ଆତ୍ମହତ୍ୟା ଉଦ୍ୟମ କରିଥିବା ଆର୍ ଟି ଓ କନେଷ୍ଟବଳ ଆଶୁତୋଷ ମଲ୍ଲ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର ଆଶୁତୋଷ ନିଜ ଦେହରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଗୁରୁତର ଅବସ୍ଥାରେ ନିକଟସ୍ଥ ଜନୈକ ହାବିଲଦାର ଙ୍କ ଘରକୁ ଚାଲିଯାଇଥିବା ବେଳେ ତାଙ୍କୁ ସେଠାରୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କର୍ତ୍ତବ୍ୟରତ ଡାକ୍ତରମାନେ ତାଙ୍କୁ ଚିକିତ୍ସା କରୁଛନ୍ତି ଓ ଶତକଡ଼ା ୬୦ ଭାଗ  ତାଙ୍କ ଦେହ ଜଳିଯାଇଥିବା ଜଣାପଡିଛି। ଆତ୍ମହତ୍ୟା ଉଦ୍ୟମ ର କାରଣ ଜଣାପଡିନଥିଲେ ମଧ୍ୟ ପାରିବାରିକ ବିବାଦରୁ ଏହି ଘଟଣା ଘଟିଛି ବୋଲି ଜଣାପଡିଛି।

News Comment

You Might Also Like

BACK TO TOP