Breaking News

17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||     

ଟ୍ରେନ ରୁ ଖସି ଯୁବକଙ୍କ ମୃତ୍ୟୁ,

08-Jun-2026

ଟ୍ରେନରୁ ଖସି ଯୁବକ ର ମୃତ୍ୟୁ।  

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ,

 ବ୍ରହ୍ମପୁର:---
ବ୍ରହ୍ମପୁର ସହର ଉପକଣ୍ଠ ତଥା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲୀ ଗ୍ରାମ ର ସାଗର ଜେନା ନାମକ ଜଣେ ଯୁବକ ବ୍ରହ୍ମପୁର ରେଳଷ୍ଟେସନ ରେ ଚଳନ୍ତା ଟ୍ରେନ ରୁ ଖସି ମୃତ୍ୟୁ ବରଣ କରିଥିବା ଜଣାପଡିଛି। ମୃତ ସାଗର କାମ ଅନ୍ବେଷଣରେ ଚେନ୍ନାଇ ଯିବା ପାଇଁ ଭୁଲବଶତଃ ଗୋଟିଏ ଟ୍ରେନରେ ଚଢ଼ି ଯାଇଥିଲେ। ଜାଣିବା ପରେ ଟ୍ରେନରୁ ଓହ୍ଲାଇଲା ବେଳେ ରେଳର ଗତି ବଢ଼ିଯାଇଥିଲା। ଯାହା ଫଳରେ ସେ ଗାଡ଼ିରୁ ଖସି ଗୁରୁତର ଆହତ ହୋଇଥିଲେ ଓ ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ରେଳବାଇ ପୋଲିସ୍ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରିବା ପରେ ପରିବାରକୁ ହସ୍ତାନ୍ତର କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛନ୍ତି।

News Comment

You Might Also Like

BACK TO TOP