Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ପକ୍ଷାଘାତ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ||

08-Jun-2026

ପକ୍ଷାଘାତ ସଚେତନା ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ:---

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ପକ୍ଷାଘାତ ରୋଗ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡଃ ନକୁଳ ସାହୁ କହିଲେ ଗ୍ରୀଷ୍ମ ଋତୁର ଦୁର୍ବଳ ଶରୀରରେ ଅଧିକ ଶୁଖିଲା,ଅଳ୍ପ,ତୈଳଯୁକ୍ତ ଖାଦ୍ୟ,ଧାତୁକ୍ଷୟ,ପରିଶ୍ରମ, ଚିନ୍ତା ଓ ଦୁର୍ଘଟଣା ଜନିତ ମୁଣ୍ଡକୁ ଆଘାତ ଲାଗି ଅନ୍ତରକ୍ତସ୍ରାବ ହେଲେ,ଉଚ୍ଚ ରକ୍ତଚାପ,ମଧୁମେହ ଓ ହୃଦରୋଗ ଥିଲେ ନାଡୀତନ୍ତୁ କାର୍ଯ୍ଯକ୍ଷମତା ହରାଇ ଶରୀରର ବାମ ବା ଦକ୍ଷିଣ ଅଙ୍ଗକୁ ନିଷ୍କ୍ରିୟ କରିଦିଏ ଏହାକୁ ପକ୍ଷାଘାତ କୁହାଯାଏ।ବମନ,ବିରେଚନ,ଅଭ୍ୟଙ୍ଗ, ସେକ, ନସ୍ୟ ଏହି ପଞ୍ଚକର୍ମ ଚିକିତ୍ସା ଓ ଯୋଗାସନ ସଫଳ ଚିକିତ୍ସା। ପୃଷ୍ଟିକର, ହଜମ କାରକ ଖାଦ୍ୟ ଖାଇଲେ, ବିରି, ବାଇଢୁଙ୍କମଞ୍ଜି,ଅଶ୍ଵଗନ୍ଧା, କାଲମୂଳ,ବଜ୍ରମୂଳୀ ମୂଳ ଦଶ ଗ୍ରାମ ଲେଖାଏଁ ସିଝାଇ ନିତି ପିଇଲେ ଧିରେ ଧିରେ ଆରୋଗ୍ୟ ମିଳେ। 
ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ । ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଅନୁରୋଧ କରାଯାଇଛି।

News Comment

You Might Also Like

BACK TO TOP