Breaking News

ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||     

ବାଲିଗୁଡା ରେ 3ଅନ୍ତରାଜ୍ୟ ଗଞ୍ଜେଇ ଚୋରା ଚାଲାଣ କାରୀ ଗିରଫ ||

09-Jun-2026

ବାଲିଗୁଡ଼ାରେ ୩ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ କାରୀ ଗିରଫ : ଗଞ୍ଜେଇ ସହ ଟୟୋଟା କାର ଜବତ

ଓଡିଶା ଜନମତ,ବାଲିଗୁଡ଼ା,ତା, ୦୯/୦୬,

 ସଞ୍ଜୟ କୁମାର ପାଣିଗ୍ରାହ):-------

 କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ସମୟରେ ଏକ ଟୟୋଟା କାରକୁ ଅଟକାଇ ତଲାସି କରିବା ସମୟରେ ସେଥିରୁ ୨୩ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି।ଏହି କାର ରେ ବିହାର ଅଭିମୁଖେ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ତିନି ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ଉତ୍ତର ପ୍ରଦେଶର ମିର୍ଜାପୁର ଜିଲ୍ଲାର ପପୁ ରସ୍ତୋଗୀ , ଆଚ୍ଛେ ଲାଲ ସରୋଜ, ସନ୍ଦୀପ କୁମାର ପ୍ରଜାପତି ବୋଲି ପୋଲିସ ପ୍ରକାଶ କରିଛି । ପୋଲିସ ଜବତ କରିଥିବା ଟୟୋଟା କାର ସହ ୨୩ କେଜି ଗଞ୍ଜେଇକୁ ଜବତ କରିଥିବା ବେଳେ ଏହି ଘଟଣାରେ ବାଲିଗୁଡ଼ା ଥାନାରେ କେସ ନଂ-୧୪୩/୨୦୨୬ ରୁଜୁ କରି ଏହି ଗଞ୍ଜେଇ ଚାଲାଣ ସହ ଅନ୍ୟ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ ସେନେଇ ତଦନ୍ତ ଚଳାଇଥିବା ବିଷୟ ଥାନା ଅଧିକାରୀ ଶିବ ଶଙ୍କର ସିଂ ପ୍ରକାଶ କରିଛନ୍ତି  ।

News Comment

You Might Also Like

BACK TO TOP