Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ପୁରୁଷୋତ୍ତମପୁର ବ୍ଳକ ରେ ତିନୋଟି ପର୍ଯ୍ୟାୟ ରେ ପୋଷଣ ଓ ପଢାଇବି ପ୍ରଶକ୍ଷିଣ ଶିବିର ସମାପନ |

10-Jun-2026

ପୁରୁଷୋତ୍ତମପୁର ରେ ତିନୋଟି ପର୍ଯ୍ୟାୟ ପୋଷଣ ଓ ପଢାଇବି ପ୍ରଶିକ୍ଷଣ ଶିବିର ସମାପନ।

ଓଡ଼ିଶା ଜନମତ ବ୍ୟୁରୋ,

ପୁରୁଷୋତ୍ତମପୁର ବ୍ଲକରେ ତୃତୀୟ ପର୍ଯ୍ୟାୟ ପୋଷଣ ଓପଢାଇବି ପ୍ରଶିକ୍ଷଣ ଶିବିର ସଫଳତା ପୂର୍ବକ ଆୟୋଜିତ ହୋଇଯାଇଛି । ଏହିକାର୍ଯ୍ୟ କ୍ରମ ବ୍ଳକ ସିଡ଼ିପିଓ ଲଳିତା ମଲ୍ଲିକ ଙ୍କ ସଂଯୋଜନା ରେ ଟାଉନ ହଲ ଠାରେ  ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୋଟ  ନଅ ଗୋଟି ସେକ୍ଟରର ତିନୋଟି ପର୍ଯ୍ୟାୟ ରେ ଅଙ୍ଗନବାଡି କର୍ମୀମାନେ  ଯୋଗଦେଇଥିଲେ ।ସୂଚନା ଯୋଗ୍ୟ ଯେ, ପୁରୁଷୋତ୍ତମପୁର ବ୍ଳକର ୨୬ ଗୋଟି ଗ୍ରାମ ପଞ୍ଚାୟତ ସମେତ  ବିଜ୍ଞାପିତ ଅଞ୍ଚଳ ର ମୋଟ 14  ଗୋଟି ୱାର୍ଡକୁ ମିଶାଇ ସର୍ବମୋଟ 253  ଗୋଟି ଅଙ୍ଗନବାଡି କେନ୍ଦ୍ର ରହିଛି । ସେଥିମଧ୍ୟରୁ ପର୍ଯ୍ୟାୟ କ୍ରମେ ସମସ୍ତ ଅଙ୍ଗନବାଡି କର୍ମୀମାନେ  ଯୋଗଦେଇସାରିଥିଲେ । ସରକାରଙ୍କ ନିୟମ ଅନୁଯାୟୀ ୬ ବର୍ଷରୁ କମ୍ ଶିଶୁମାନଙ୍କୁ  ଆବଶ୍ୟକତା ଅନୁପାତରେ ସ୍ୱାସ୍ଥ୍ୟ ବର୍ଦ୍ଧକ ବିଭିନ୍ନ ପ୍ରକାର ପୌଷ୍ଟିକ ଖାଦ୍ୟ ସହିତ ‘ପୋଷଣ ଭି, ପଢାଇ ଭି’ ଅଭିଯାନ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ପ୍ରଶିକ୍ଷଣ ଦିଆଯାଇଥିଲା । ପିଲାମାନ
ଙ୍କୁ ଖେଳ ମାଧ୍ୟମରେ ଶିକ୍ଷା ଦିଆଯିବା ଏହି ପ୍ରଶକ୍ଷିଣ ରେ  ସିଡ଼ିପିଓ  ଉପସ୍ଥିତ ସମସ୍ତ କର୍ମୀମାନଙ୍କୁ ତାଲିମ ଗ୍ରହଣ କରିସାରିବା ପରେ ସରକାରଙ୍କ ଏହି ଅତି ମହତ୍ବାକା°କ୍ଷି ଯୋଜନା କିଭଳି ଭାବେ ସଫଳ ହେବେ  ସେଥିପ୍ରତି ବିଶେଷ ଭାବେ ଧ୍ୟାନ ଦେଇ ନିଷ୍ଠାର ସହିତ କର୍ତ୍ତବ୍ୟବୋଧ ପରାୟଣ ହୋଇ ନିଜ ନିଜର କ୍ଷେତ୍ରରେଶିଶୁ ମାନଙ୍କ ସର୍ବାଙ୍ଗୀନ ଉର୍ନ୍ନତି ରେ କାମ କରିବାକୁ ପରାମର୍ଶ ଦେଇ
ଥିଲେ । କାର୍ଯ୍ୟକ୍ରମରେ ଅଙ୍ଗନବାଡି କର୍ମୀମାନଙ୍କ ଦ୍ୱାରା ନିଜ ହାତରେ ପ୍ରସ୍ତୁତ ବିଭିନ୍ନ ପ୍ରକାର ପୁଷ୍ଟିକର ଖାଦ୍ୟ, ଖେଳନା ଏବଂ ଶିକ୍ଷଣୀୟ ଉପକରଣ ପ୍ରଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମ ରେସମସ୍ତ ସୁପର ଭାଇଜର,  ବିଶି, ପୋଷଣ ଷ୍ଟାଫ, ମମତା ଯୋଜନା, ଷ୍ଟାଫ, ପିଏ ସମସ୍ତ ଙ୍କ ସହଯୋଗ ରେ  ସମାପନ ହୋଈ ଥିଲା  |

News Comment

You Might Also Like

BACK TO TOP