Breaking News

ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||     

ବାଇକ ଚାଳକଙ୍କୁ ମାଡ଼ମାରି ଟଙ୍କା ଲୁଟ ଘଟଣାରେ 5ଡକାୟତ ଗିରଫ |

10-Jun-2026

ବାଇକ ଚାଳକ ଙ୍କୁ ମାଡ ମାରି ଲୁଟ ଘଟଣା ରେ ୫ ଡ଼କାୟତ ଗିରଫ : ଲୁଟ୍ ସାମଗ୍ରୀ ଜବତ

ଓଡିଶା ଜନମତ, ବାଲିଗୁଡ଼ା:ତା, ୧୦/୦୬,

ସଞ୍ଜୟ କୁମାର ପାଣିଗ୍ରାହୀ: ------

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଲା ବଡ଼ ସଫଳତା । ୫ ଡକାୟତ ଙ୍କୁ ବାନ୍ଧିଲା ବାଲିଗୁଡ଼ା ପୋଲିସ୍ ।ବାଲିଗୁଡ଼ା-ଖମଣଖୋଲ ରାସ୍ତା ଡାବୁଡାକା ଘାଟିରେ ହୋଇଥିଲା ଡ଼କାୟତି । ଜଣେ ବ୍ୟକ୍ତିଙ୍କୁ ମାଡମାରି ୨୦ ହଜାର ଟଙ୍କା, ବାଇକ୍ ଓ ମୋବାଇଲ୍ ଲୁଟି ନେଇଥିଲେ ଦୁର୍ବୃତ୍ତ ଚୋରି ସାମଗ୍ରୀ ଉଦ୍ଧାର ସହ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ୍ । ଅଭିଯୁକ୍ତଙ୍କ ନିକଟରୁ ୩ଟି ବାଇକ୍,୪ଟି ମୋବାଇଲ୍ ଫୋନ୍ ସମେତ ୨୦ ହଜାର ଟଙ୍କା ଜବତ ହୋଇଛି । ସୂଚନା ଅନୁଯାୟୀ ଗତ ୮ ତାରିଖ ଦିନ ସକାଳ ପ୍ରାୟ ୧୦ଟା ସମୟରେ ଅଜୟ କୁମାର ନାମକ ଜଣେ ବ୍ୟକ୍ତି ନିଜ ମୋଟରସାଇକେଲ ଯୋଗେ ବାରଖମାରୁ ବାହାରି ବଲାଙ୍ଗୀର ଯାଉଥିଲେ । ଯିବା ବାଟରେ ଡାବୁଡାକା ଘାଟିରେ ଦୁଇଟି ମୋଟରସାଇକେଲରେ ୫ଜଣ ଦୁର୍ବୃତ୍ତ ହଠାତ୍ ଆସି ଅଜୟ ଙ୍କୁ ଅଟକାଇ ମାଡ଼ ମାରିବା ସହ ସେ ଧରିଥିବା ନଗଦ ୨୦ ହଜାର ଟଙ୍କା, ମୋବାଇଲ୍ ଫୋନ୍ ଓ ତାଙ୍କ Hero HF Deluxe ମୋଟରସାଇକେଲ ଛଡ଼ାଇ ନେଇଯାଇଥିଲେ । ଅଜୟ କୁମାର ସେଠାରୁ ଫେରି ବାରଖମା ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ । କେଶ ନଂ.୧୪୪/୨୬ ର  ଅଭିଯୋଗ ପ୍ରକାରେ ଫାଣ୍ଡି ଅଧିକାରୀ ଅମରେନ୍ଦ୍ର ବାହୁବଳୀ ସୁବୁଦ୍ଧି ତ୍ୱରିତ ପଦକ୍ଷେପ ନେବା ସହ ଘଟଣାରେ ସମ୍ପୃକ୍ତ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା ଅଞ୍ଚଳର ଅଜିତ୍ ସାହୁ ଓ ଆଶିଷ ପଟେଲ, ସମ୍ବଲପୁର ଜିଲ୍ଲା ଧମା ଥାନା ଅଞ୍ଚଳର ରାଜନାଥ ଅମାତ୍, ସୁବର୍ଣ୍ଣପୁର ଜିଲ୍ଲା ଏସ.ରାମପୁର ଥାନା ଅଞ୍ଚଳର ରିତିକ୍ ଖମାରୀ ଓ ଶିବ ପଟେଲ୍ ହୋଇଥିବା ବେଳେ ଏନେଇ ଅଧିକ ତଦନ୍ତ ଜାରି ରହିଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

News Comment

You Might Also Like

BACK TO TOP