Breaking News

ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||     

ବିଶୁଦ୍ଧ ପାନୀୟ ଜଳ ଶଙ୍କଟ, ନୂତନ ନଳକୂପ ଖନନ ପାଇଁ ଦାବି |

11-Jun-2026

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ଓଡିଶା ଜନମତ,ବାଲିଗୁଡା, ତା, ୧୧/୦୬,

ସଞ୍ଜୟ କୁମାର ପାଣିଗ୍ରାହୀ : ------

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ଗୁଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଜାଲାଙ୍ଗିଆ ଉପର ସାହିରେ ଦେଖିବାକୁ ମିଳିଛି ପାନୀୟ ଜଳର ଉତ୍କଟ ସମସ୍ୟା। ଉପର ସାହି ରେ ଦୀର୍ଘ ବର୍ଷ ଧରି ଚାରି ପରିବାର ବସବାସ କରନ୍ତି । କିନ୍ତୁ ଆଜି ପର୍ଯ୍ୟନ୍ତ ସରକାର ଙ୍କ ପକ୍ଷରୁ କୌଣସି ପ୍ରକାରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରା ଯାଇନଥିବା ଅଭିଯୋଗ କରିଛନ୍ତି ଜାଲାଙ୍ଗିଆ ଗ୍ରାମବାସୀ। ହେଲେ ଏଠି କିଛି ପ୍ରଶ୍ନବାଚି ସୃଷ୍ଟି ହେଉଛି ସରକାର ପରେ ସରକାର ବଦଳୁଛି ହେଲେ ସରକାର ଯୋଜନା ସଠିକ୍ ସ୍ଥାନରେ ପହଞ୍ଚିବାର ଅସୁବିଧା ରହୁଛି କୋଉଠି ନା ଜାଣି ଶୁଣି ପ୍ରଶାସନ ନିରବ ଦ୍ରଷ୍ଟା ରହିଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଯାହା ଫଳରେ ଲୋକେ ଆଜି ବି ବିଶୁଦ୍ଧ ପାନୀୟ ଜଳ ପାଉ ନ ଥିବାରୁ ବାଧ୍ୟ ହୋଇ ଦୂଷିତ ଚୂଆ ନାଳ ପାଣି ଉପରେ ନିର୍ଭର କରୁଛନ୍ତି । ସେହି ପାଣିକୁ ବ୍ଯବହାର କରି ଅନେକ ଶିଶୁ ଓ ବୟସ୍କ ଲୋକ ରୋଗାଗ୍ରସ୍ତ ହେବା ସହ ଅମୂଲ୍ଯ ଜୀବନ ହରାଉଛନ୍ତି। ହେଲେ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରତ୍ୟେକ ଗ୍ରାମାଞ୍ଚଳ ଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ବିକାଶ ପାଇଁ ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ପ୍ରୟାସ କରିଥିବା ବେଳେ ଆଜି ପର୍ଯ୍ୟନ୍ତ ଉକ୍ତ ଜାଲାଙ୍ଗିଆ ଉପର ସାହିରେ ବିଶୁଦ୍ଧ ପାନୀୟ ଜଳ କାହିଁକି ପହଞ୍ଚି ପାରିନି ସେ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଲୋକେ ନିଜର ଜୀବନ ବଞ୍ଚାଇବା ପାଇଁ ବର୍ଷ ବର୍ଷ ଧରି ବାଧ୍ଯ ହୋଇ ଦୂଷିତ ଚୂଆ ନାଳ ପାଣି ବ୍ୟବହାର କରି ଆସୁଛନ୍ତି।ଏହି ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଉକ୍ତ ଗ୍ରାମର ରେଖା ପ୍ରଧାନ, ବିନୋଦ ଦିଗାଲ, ରଞ୍ଜିତ ଦିଗାଲ, ଭୀମସେନ ଦିଗାଲ, ପିଣ୍ଟୁ ଦିଗାଲ ପ୍ରମୁଖ ଉକ୍ତ ସାହିରେ ନୂତନ ନଳକୂପ ଖନନ ନିମନ୍ତେ ଦାବି କରିଛନ୍ତି।

News Comment

You Might Also Like

BACK TO TOP