Breaking News

ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||     

ଦେଶୀ ମଦ ବିକିବା ପାଇଁ ରଖିଥିଲା ବେଳେ ଅବକାରୀ ବିଭାଗ ଦ୍ଵାରା ଦୁଇ ଗିରଫ ||

12-Jun-2026

 ଅବକାରୀ ବିଭାଗ ର ଚଢ଼ାଉ ଦୁଇଟି ସ୍ଥାନରେ ୩୩ ଲିଟର ଦେଶୀ ମଦ ଜବତ, ସହ ଦୁଇ  ଜଣ ଗିରଫ | 

ଓଡିଶା ଜନ ମତ  ବ୍ୟୁରୋ,

 ଚୋରାରେ  ଦେଶୀ ମଦ ଗଛିତ ରଖି ବିକିବାକୁ ମସୁଧା କରୁଥିବା ବେଳେ ଅବକାରୀ ବିଭାଗ ଦ୍ଵାରା ଗିରଫ ହୋଈ କୋର୍ଟ ଚାଲାଣ ହେବାର ଏକ ଖବର ଆସିଛି,ଢେଙ୍କାନାଳ ଜିଲ୍ଲା ଭୁବନ ଅବକାରୀ ବିଭାଗ  ଗତକାଲ   ୩୩ ଲିଟର ଦେଶୀ ମଦ ଜବତ କରିବା ସହିତ ଦୁଇ ଜଣ ଅଭିଯୁକ୍ତ ଙ୍କୁ  ଗିରଫ କରିବାରେ ସକ୍ଷମ ହୋଇଥିବା ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁଯାୟୀ ଅବକାରୀ  ନିରୀକ୍ଷକ  ଶ୍ରୀଯୁକ ବୁଲୁ ପାତ୍ର ଗୁରୁବାର  ସକାଳ ୭ ଘଟିକା ସମୟରେ ସଦଳ ବଳେ ପାଟ୍ରୋଲିଂ ରେ ଯାଇଥିବା ବେଳେ  ଭୁବନ ଥାନା ଅନ୍ତର୍ଗତ କହ୍ନେଇପାଳ ଗ୍ରାମର ଶେଷ ପାତ୍ର ଙ୍କ ଠାରୁ ୧୭ ଲିଟର ଦେଶୀ ମଦ ଜବତ କରି ତାଙ୍କୁ ଗିରଫ କରିଥିଲେ ।  ଅନୁରୂପ ଭାବେ ଗତକାଲି ବୁଧବାର କଞ୍ଚନ ବାହାଳି ଗ୍ରାମର ଯମୁନା ମୁଣ୍ଡା ନାମକ ଜନୈକା ମହିଳାଙ୍କ ଠାରୁ ୧୬ ଲିଟର ଦେଶୀ ମଦ ଜବତ କରି ତାଙ୍କୁ ଗିରଫ କରାଯାଇଥିଲା।ଭୁବନ ଅବକାରୀ ଇନ୍ସପେକ୍ଟର ବୁଲୁ ପାତ୍ର ଙ୍କ ତତ୍ତ୍ଵାବଧାନରେ କନଷ୍ଟେବଳ ଶ୍ରଦ୍ଧାଞ୍ଜଳି  ସାମଲ, ସୁଜିତ ନାୟକ,ଆଲୋକ କୁମାର ଜେନା ଙ୍କ ସହଯୋଗ କରିଥିଲେ । ଏ ସମ୍ପର୍କରେ କେଶ୍ ନଂ ୩୮/୨୦୨୬-୨୭  ଓ ୩୯/୨୦୨୬-୩୭ ରେ ଦୁଇଟି ମାମଲା ରୁଜୁ  କରାଯାଇ ଅଭିଯୁକ୍ତ କୁ ଭୁବନ ଜେ ଏମ ଏଫ୍ ସି କୋର୍ଟ କୁ ପଠାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ଜଣାପଡ଼ିଛି ।

News Comment

You Might Also Like

BACK TO TOP