Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ଟ୍ରକ ଧକ୍କାରେ ଦୁଇ ବାଇକ ଆରୋହୀ ସହ ଏକ ଗର୍ଭବତୀ ଆହାତ |

12-Jun-2026

ଟ୍ରକ୍ ଧକ୍କାରେ,ଗର୍ଭବତୀ ସହ ୨ ବାଇକ୍ ଆରୋହୀ ଗୁରୁତର,

ଓଡିଶା ଜନ ମତବ୍ୟୁରୋ,

ଦୁର୍ଘଟଣା ପ୍ରବଣ ୧୬ ନଂ ଜାତୀୟ  ରାଜପଥ  ରାଜଘାଟ ପୋଲ ଉପରେ  ଏକ ଟ୍ରକ୍ ବାଇକ୍ କୁ ଧକ୍କା ଦେବା ଫଳରେ  ଗର୍ଭବତୀ ସହ ୨ ବାଇକ୍ ଆରୋହୀ   ଗୁରୁତର ଆହତ ହୋଇଛନ୍ତି । ଅଲଟ୍ରାସାଉଣ୍ଡ ଚିକିତ୍ସା ଲାଗି ୦୧ଏ ଏସ୨୦୫୦ ନଂ ବିଶିଷ୍ଟ ବାଇକ୍ ରେ ଜଳେଶ୍ଵର ଅଭିମୁଖେ ଯାଉଥିବା ବେଳେ ଏକ ଟ୍ରକ୍ ଯାହାର ନଂ ଏପି 39 ଭିଏଫ 1567ପଛରୁ ତାଙ୍କୁ ଧକ୍କା ମାରିଥିଲା।ଆହାତ ମାନେ ହେଲେ ବସ୍ତା କାଦରାୟାଁ ଗାଁର ସେ ସେକ ହୁସେନ,ମା କୋରେସା ବିବି  ଆଠ ମାସର ଗର୍ଭ ର୍ବତୀ ଭଉଣୀ ଶର୍ମିଲା ବିବି |ସ୍ଥାନୀୟ ଲୋକ ଓ ରାଜପଥ ପାଟ୍ରୋଲିଂ ପୋଲିସ ତୁରନ୍ତ ପହଞ୍ଚି ଆମ୍ବୁ ଲାନ୍ସ ଯୋଗେ ସମସ୍ତ ଆହତଙ୍କୁ ଜଳେଶ୍ଵର ହସ୍ପିଟାଲକୁ ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଦୁଇଜଣ ବିପଦମୁକ୍ତ ଥିବା ବେଳେ ଗର୍ଭବତୀ ଶର୍ମିଲାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବାଲେଶ୍ଵର ରେଫର କରାଯାଇଥିବା ବେଳେ ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭୁବନେଶ୍ବ  ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଭିଆଇ ଚାଳକ ଚମ୍ପଟ ମାରିଥିବା ରୁ ପୋଲ ଉପରେ ଦୀର୍ଘ ସମୟ ଧରି ଭିଡ଼ ଲାଗି ରହିଥିଲା।ଜଳେଶ୍ଵର ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଟ୍ରାଫିକ ନିୟନ୍ତ୍ରଣ କରିବା ସହ ଟକ୍ର ଟିକୁ ଜବତ୍ କରିଛନ୍ତି ।

News Comment

You Might Also Like

BACK TO TOP