Breaking News

ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||     

ବାଲିଗୁଡା ଏନଏସିରେ ମହା ଦୁର୍ନୀତି ପାଇଁ କଂଗ୍ରେସ ର ଦୁଇ କାଉନ ସିଲର ଙ୍କ ଅଫିସ ଆଗରେ ଧାରଣା |

12-Jun-2026

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ଓଡିଶା ଜନମତ,ବାଲିଗୁଡା, ତା, ୧୨/୦୬,

ସଞ୍ଜୟ କୁମାର ପାଣିଗ୍ରାହୀ:----- 

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ଜଣ କଂଗ୍ରେସ କାଉନସିଲର ଶୁକ୍ରବାର ଧାରଣା ଦେଇଥିବା ଜଣାପଡିଛି । ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ହୋଇଥିବା ବେଳେ କାର୍ଯ୍ୟନିର୍ବାହୀ ଅଧିକାରୀ ଆୟବ୍ୟୟର ହିସାବ ଦେଉନଥିବା , ନିର୍ଦ୍ଧିଷ୍ଟ କିଛି ୱାର୍ଡ ରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି ଓ ମନଇଚ୍ଛା ଟେଣ୍ଡର ଡକାଯାଇ ଟେଣ୍ଡର ପିକ୍ସିଂ କରି କାମ ବଣ୍ଟା ଯାଇଥାଏ ବୋଲି ୧ନଂ. ୱାର୍ଡ଼ ର ଅଜୟ କୁମାର ନାୟକ ଓ ୧୩ ନଂ ୱାର୍ଡ ର ଆଲୋକ କୁମାର ନାୟକ ଏହି ଦୁଇଜଣ କାଉନସିଲର ଅଭିଯୋଗ କରିଛନ୍ତି l ଅନ୍ୟପଟେ ସ୍ବତନ୍ତ୍ର ଅଡିଟ୍ କରି ସମସ୍ତ ତଥ୍ୟ ନଦେବା ଯାଏଁ ଆମେ ଧାରଣାରୁ ହଟିବୁ ନାହିଁ ବୋଲି କହିଛନ୍ତି ଦୁଇ କଂଗ୍ରେସ କାଉନସିଲର । ଏହା ସହ ଏକ ନିର୍ଦ୍ଧିଷ୍ଟ ରାଜନୈତିକ ଦଳ ର କିଛି କୁଜିନେତା ଏହି  ଏନ୍ଏସି ବୈଠକ ପରିଚାଳନା କରୁଛନ୍ତି ତାଙ୍କୁ କିଏ ଅଧିକାର ଦେଲା ବୋଲି ପ୍ରଶ୍ନ କରିଛନ୍ତି। ସେପଟେ ଆଜି ସମିତି ବୈଠକ ଥିଲା । ବୈଠକ ଆରମ୍ଭରୁ ହିଁ ପୂର୍ବ ଆୟବ୍ୟୟ ର ହିସାବ ମାଗିଥିଲେ ଦୁଇ କଂଗ୍ରେସ କାଉନସିଲର । ଏଥି ପୂର୍ବରୁ ମଧ୍ୟ ବାରମ୍ବାର କୌଣସି ତଥ୍ୟ ମାଗିଲେ ମଧ୍ୟ ଦେଉ ନ ଥିବାରୁ ଆଜି ବାଧ୍ୟ ହୋଇ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା ଦେଇଥିଲେ l ବର୍ତ୍ତମାନ ର ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା ପରେ ପୂର୍ବ ବିଷୟରେ ଆଲୋଚନା କରିବାକୁ କହିଥିଲେ କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ l ଏଜେଣ୍ଡା ଅନୁଯାୟୀ ବୈଠକ ଅନୁଷ୍ଠିତ ହେବ କିନ୍ତୁ ସେମାନେ ଏହା ନ ମାନି ବୈଠକରୁ ଉଠିଯାଇ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି ଦୁଇ କାଉନସିଲର । ଅନ୍ୟପଟେ ଦୁଇ କଂଗ୍ରେସ କାଉନସିଲରଙ୍କ ଅଭିଯୋଗ ଭିତ୍ତିହୀନ ବୋଲି କାର୍ଯ୍ୟ ନିର୍ବାହୀ ଅଧିକାରୀ କହିଛନ୍ତି l

News Comment

You Might Also Like

BACK TO TOP