Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ବାଲିଗୁଡା ଏନଏସିର 15ତମ କାଉନ ସିଲ ବୈଠକ ଅନୁଷ୍ଠିତ |

12-Jun-2026

ବାଲିଗୁଡା ଏନଏସି ର ୧୫ ତମ କାଉନସିଲ ବୈଠକ:  ସ୍ୱଛତା ପରିମଳ ଓ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା

ଓଡିଶା ଜନମତ,ବାଲିଗୁଡା,

ସଞ୍ଜ କୁମା ପାଣିଗ୍ରାହ :---

 କନ୍ଧମାଳ ଜିଲ୍ଲା  ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହ ଠାରେ ୧୫ ତମ ସ୍ୱତନ୍ତ୍ର କାଉନସିଲ ବୈଠକ ଶୁକ୍ରବାର ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି | ଏହି ବୈଠକ ରେ ଅଧ୍ୟକ୍ଷ ସମେତ ଉପାଧ୍ୟକ୍ଷା ଶାନ୍ତି କୁମାରୀ ନାୟକ, ବିଧାୟକ ପ୍ରତିନିଧି ଅବନୀ କାନ୍ତ ନାୟକ, କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ ଙ୍କ ସମେତ ୧୦ ଜଣ କାଉନସିଲର ଉପସ୍ଥିତ ଥିଲେ | ଏନଏସି ଅଧ୍ୟକ୍ଷ ଙ୍କ ଅନୁମତି କ୍ରମେ ପୂର୍ବ କାଉନସିଲ ବୈଠକ ର ବିବରଣୀ ବରିଷ୍ଠ ଏନଏସି କର୍ମଚାରୀ ବାଇଧର ମଳିକ ପାଠ କରିବା ସହିତ ଦୃଢ଼ି କରଣ କରାଯାଇଥିଲା | ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ କାଉନସିଲ ବୈଠକ ରେ ସମସ୍ତ ଙ୍କୁ ସ୍ୱାଗତ କରିବା ସହିତ ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କ ରେ ଅଭିବ୍ୟକ୍ତ ରଖିଥିଲେ| ଏହି ବୈଠକରେ ବାଲିଗୁଡା ଏନଏସି ର ୧୩ ଟି ୱାର୍ଡ ର ରାସ୍ତା ଘାଟ, ଡ୍ରେନେଜ ସମସ୍ୟା, ସହର ପରିମଳ ବ୍ୟବସ୍ଥା ସୌନ୍ଦର୍ଯ୍ୟ କରଣ, ଆଲୋକିକରଣ ସମେତ ସହର ରେ ଥିବା ବିଭିନ୍ନ ସମସ୍ୟା ତଥା ବିକାଶ ମୂଳକ କାର୍ଯ୍ୟ ସମ୍ପର୍କ ରେ ଆଲୋଚନା କରାଯାଇଥିଲା |ଏହି ବୈଠକରେ ୧୦ ଜଣ କାଉନସିଲରଙ୍କ  ସମେତ ସମସ୍ତ ଏନଏସି କର୍ମଚାରୀ ଉପସ୍ଥିତ ଥିଲେ | ଏହି ବୈଠକ ରେ ଦୁଇ କଂଗ୍ରେସ କାଉନସିଲର ଅସନ୍ତୋଷ ପ୍ରକାଶ କରି ଏନ ଏ ସି କାର୍ଯ୍ୟାଳୟ ସମ୍ମୁଖରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦରେ ଧାରଣା ଦେଇଥିଲେ l

News Comment

You Might Also Like

BACK TO TOP