Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବିଶ୍ୱ ସାଇକେଲ ଦିବସ ଅବସର ରେ ବାଲିପଦର ଅସ୍ମିତା ମହିଳା ସିଟି ର ସାଇକ୍ଲିଙ୍ଗ ଲିଗ ପ୍ରଦର୍ଶନ |]

13-Jun-2026

ବାଲିପଦରରେ ଅସ୍ମିତା ମହିଳା ସିଟି ସାଇକ୍ଲିଙ୍ଗ ଲିଗ ଓ ବିଶ୍ୱ ସାଇକେଲ ଦିବସ ପାଳିତ ।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
ତ --  ୧୩/୬/୨୬:- --

ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଠାରେ ଅସ୍ମିତା ମହିଳା ସିଟି ସାଇକ୍ଲିଙ୍ଗ ଲିଗ ଏବଂ ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମ ସାଇକ୍ଲିଙ୍ଗ ଫେଡେରେସନ ଅଫ ଇଣ୍ଡିଆ ଓ ଓଡିଶା ସାଇକ୍ଲିଙ୍ଗ ସଂଘ ଆନୁକୂଳ୍ୟରେ ଆୟୋଜିତ ହୋଇଥିବା ବେଳେ ବୁୁଗୁଡା ବ୍ଲକର ବିିଭିନ୍ନ ବିଦ୍ୟାଳୟରୁ ପ୍ରାୟ ୧୭୦ ଜଣ ଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଓଡିଶା ସାଇକ୍ଲିଙ୍ଗ ସଂଘର ପତାକା ଦେଖାଇ ଶୁଭାରମ୍ଭ ହୋଇଥିଲା ।  ମୁଖ୍ୟ ଅତିଥି ଭାବେ ବିଜେପି ମହିଳା ମୋର୍ଚ୍ଚା ସଭାପତି ତଥା ଆସିକା ଏନଏସି ପୂର୍ବତନ ଅଧ୍ୟକ୍ଷା ମଧୁସ୍ମିତା ପୋଲାଇ, ବାଲିପଦର ପୋଲିସ ଅଧିକାରୀ ନିଳାଦ୍ରୀ ରେଡି ପ୍ରମୁଖ ଯୋଗ ଦେଇଥିଲେ । ଏଥିରେ ଅଂଶଗ୍ରହଣକାରୀ ଛାତ୍ରୀ ମାନେ ବାଲିପଦର ଛକ ଠାରୁ ଏକଡାଳ ଛକ ପର୍ଯ୍ୟନ୍ତ ସାଇକେଲ ଚଲାଇ ନିଜ ନିଜର  ଦକ୍ଷତା, ଉତ୍ସାହ ଓ କ୍ରୀଡା ମନୋଭାବର ପରିଚୟ ଦେଖାଇଥିଲେ । ତୃଣମୂଳ ସ୍ତରରେ ମହିଳା ଏବଂ ବାଳିକା ମାନଙ୍କୁ ସାଇକେଲ ଚାଳନା କ୍ଷେତ୍ରରେ ଆଗେଇ ଆସିବାକୁ ସୁଯୋଗ ଦେବା ସହ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି କରିବା  ଏବଂ ପରିବେଶ ଅନୁକୂଳ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏ୍‌ହାର ଲକ୍ଷ୍ୟ ବୋଲି ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସଫଳ ଆୟୋଜନ ଓ ପରିଚାଳନା ଦିଗରେ ପି.କେ.ବିଷୋୟୀ, ଅକ୍ଷୟ ବିଷୋୟୀ, ଅଜୟ ଜେନା, ରାଜଗୋପାଳ ବିଷୋୟୀ, ରଞ୍ଜିତ ପାତ୍ର ଏବଂ ଚିନ୍ମୟ ଜେନା ପ୍ରମୁଖ ସକ୍ରିୟ ଭୂମିକା ଗ୍ରହଣ କରିଛନ୍ତି । ଶେଷରେ ଏହି ସାଇକ୍ଲିଙ୍ଗ ଲିଗ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।

News Comment

You Might Also Like

BACK TO TOP