Breaking News

ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||     

ବାଲିଗୁଡା ରେ ବିଶ୍ୱ ରକ୍ତ ଦାତା ଦିବସ ରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ |

14-Jun-2026

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର :  ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ଓଡିଶା ଜନମତ,ବାଲିଗୁଡ଼ା, ତା, ୧୪/୦୬,

ସଞ୍ଜୟ କୁମାର ପାଣିଗ୍ରାହୀ : -----

ବିଶ୍ବ ରକ୍ତଦାତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବାଲିଗୁଡ଼ାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ "ବିପଦର ବନ୍ଧୁ" ର ସମସ୍ତ ସଦସ୍ୟ,ସଦସ୍ୟା ପୂର୍ଣ୍ଣ ସହଯୋଗ କରିବା ସହ ସ୍ବେଛାକୃତ ରକ୍ତଦାନ କରିଥିଲେ । ସ୍ଥାନୀୟ ବିଏସ୍ଏଫ ଜବାନ, ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତର, କର୍ମଚାରୀଙ୍କ ସମେତ ଅଞ୍ଚଳର ବହୁ ଯୁବକ ଯୁବତୀ ଏଥିରେ ସାମିଲ ହୋଇ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ । ଏହି ଶିବିରରେ ସମୁଦାୟ ୬୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବା ଜଣାପଡ଼ିଛି । ସବୁବେଳେ ଆବଶ୍ୟକ ରୋଗୀଙ୍କୁ ରକ୍ତଦାନ କରି ଲୋକଙ୍କ ଜୀବନ ବଞ୍ଚାଉଥିବା ବିପଦର ବନ୍ଧୁ ସଙ୍ଗଠନର ସଦସ୍ୟ,ସଦସ୍ୟା ମାନଙ୍କୁ ଉତ୍ସାହିତ କରିବା ପାଇଁ ଉପଖଣ୍ଡ ଚିକିତ୍ସାଳୟ ପକ୍ଷରୁ ସମ୍ମାନିତ କରିବା ସହ ମାନପତ୍ର ଦିଆଯାଇଛି । ରୋଗୀ ସେବାରେ ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ସହଯୋଗ କରୁଛୁ ଏବଂ ଆବଶ୍ୟକ ରୋଗୀଙ୍କୁ ରକ୍ତଦାନ କରିଆସୁଛୁ ଏହି ସହଯୋଗ ଆଗାମୀ ଦିନରେ ମଧ୍ୟ ଜାରୀ ରହିବ ବୋଲି କହିଛନ୍ତି ବିପଦର ବନ୍ଧୁ ସଙ୍ଗଠନର ସଦସ୍ୟ ସୁନିଲ୍ ପାତ୍ର ଓ ସଦସ୍ୟା ତେଜସ୍ବିନି ନାୟକ । ଅନ୍ୟପଟେ ବିପଦର ବନ୍ଧୁ ସଙ୍ଗଠନର ସଦସ୍ୟ,ସଦସ୍ୟା ଆମକୁ ସବୁବେଳେ ସହଯୋଗ କରିବା ସହ ସ୍ବେଛାକୃତ ଭାବେ ରୋଗୀଙ୍କୁ ରକ୍ତଦାନ କରୁଛନ୍ତି ଆମେ ସେମାନଙ୍କୁ ସାଧୁବାଦ ଜଣାଇବା ସହ ଆଗାମୀ ଦିନରେ ମଧ୍ୟ ତାଙ୍କ ସହଯୋଗ କାମନା କରୁଛୁ ବୋଲି ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଏସ୍. ରାମ ପାତ୍ର ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP