Breaking News

ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||     

କୋତାଗୁଡା ରେ ମା ଧରଣୀ କ୍ରିକେଟ ପ୍ରିମିଏର ଲିଗ ର ଶୁଭାରମ୍ଭ |

14-Jun-2026

କୋତାଗୁଡ଼ାରେ ମା’ ଧରଣୀ କ୍ରିକେଟ ପ୍ରିମିୟର ଲିଗ୍ ଶୁଭାରମ୍ଭ, ବିନାୟକ ଇଲେଭେନର ବିଜୟ

ଓଡିଶା ଜନମତ ରାୟଗଡା , ୧୪/୦୬,

 କାମେଶ୍ୱର କରକରିଆ :-----

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମଣୀପଙ୍କା ପଞ୍ଚାୟତ ଅନ୍ତର୍ଗତ କୋତାଗୁଡ଼ା ଗ୍ରାମରେ ଆଜି ମା’ ଧରଣୀ କ୍ରିକେଟ ପ୍ରିମିୟର ଲିଗ୍ (MDKPL) ର ଶୁଭ ଉଦ୍ଘାଟନ ରଜ ଉତ୍ସବ ଅବସରରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କ୍ରୀଡ଼ାପ୍ରେମୀ, ଯୁବବର୍ଗ ଓ ଗ୍ରାମବାସୀଙ୍କ ବହୁଳ ଉପସ୍ଥିତିରେ ପ୍ରତିଯୋଗିତାର ଶୁଭାରମ୍ଭ ହୋଇଥିଲା। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୁବ ସମାଜସେବୀ ଅଭିଳାଷ ମହାନନ୍ଦିଆ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହ ଟୁର୍ଣ୍ଣାମେଣ୍ଟର ଶୁଭ ଉଦ୍ଘାଟନ କରିଥିଲେ। ନିଜ ବକ୍ତବ୍ୟରେ ସେ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ ବୃଦ୍ଧି ଓ ସାମାଜିକ ଏକତା ସୁଦୃଢ଼ କରିବାରେ ଏପରି ପ୍ରତିଯୋଗିତାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଉଦ୍ଘାଟନୀ ମ୍ୟାଚ୍‌ରେ ବିନାୟକ ଇଲେଭେନ ଓ ଆର୍କେ ଇଲେଭେନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରିଥିବା ବିନାୟକ ଇଲେଭେନ ନିର୍ଦ୍ଧାରିତ ୧୦ ଓଭରରେ ୮୬ ରନ୍ ସଂଗ୍ରହ କରି ଆର୍କେ ଇଲେଭେନ ସମ୍ମୁଖରେ ଏକ ଚ୍ୟାଲେଞ୍ଜିଂ ଲକ୍ଷ୍ୟ ରଖିଥିଲା।
ଜବାବରେ ବ୍ୟାଟିଂ କରିଥିବା ଆର୍କେ ଇଲେଭେନ ବିନାୟକ ଦଳର ଶୃଙ୍ଖଳିତ ବୋଲିଂ ଆକ୍ରମଣ ଆଗରେ ତିଷ୍ଠି ପାରିନଥିଲା ଏବଂ ୬୪ ରନ୍‌ରେ ଅଲ୍‌ଆଉଟ୍ ହୋଇଯାଇଥିଲା। ଫଳରେ ବିନାୟକ ଇଲେଭେନ ୨୨ ରନ୍‌ରେ ବିଜୟୀ ହୋଇ ଟୁର୍ଣ୍ଣାମେଣ୍ଟରେ ବିଜୟର ସହ ଶୁଭାରମ୍ଭ କରିଛି। ଆଜିର ମ୍ୟାଚ୍‌ରେ ଜଳନ୍ଧର ମାଣ୍ଡିକା ଓ ସିଦ୍ଧାନ୍ତ କୁଲେସିକା ଏମ୍ପାୟାର ଦାୟିତ୍ୱ ତୁଲାଇଥିବା ବେଳେ ସ୍କୋରର ଭାବେ ମେଘ ଗାଣ୍ଟା କାର୍ଯ୍ୟ ନିର୍ବାହ କରିଥିଲେ। ପ୍ରତିଯୋଗିତାକୁ ସୁଚାରୁ ଭାବେ ପରିଚାଳନା କରିବାରେ ଆୟୋଜକ କମିଟିର ସଦସ୍ୟମାନେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ। ଖେଳକୁ ଉପଭୋଗ କରିବା ପାଇଁ ଆଖପାଖ ଅଞ୍ଚଳରୁ ହଜାର ହଜାର କ୍ରୀଡ଼ାପ୍ରେମୀ ଓ ଦର୍ଶକ ଯୋଗଦେଇଥିଲେ। ମାଠରେ ଦର୍ଶକଙ୍କ ଉତ୍ସାହ ଓ ଖେଳାଳିଙ୍କ ଜୋସ୍ ପ୍ରତିଯୋଗିତାକୁ ଅଧିକ ଆକର୍ଷଣୀୟ କରିଥିଲା। ଅଞ୍ଚଳର ଯୁବ ଖେଳାଳିମାନଙ୍କୁ ନିଜ ପ୍ରତିଭା ପ୍ରଦର୍ଶନ ପାଇଁ ଏହି ପ୍ରତିଯୋଗିତା ଏକ ଉତ୍କୃଷ୍ଟ ମଞ୍ଚ ସାବ୍ୟସ୍ତ ହେବ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ଓ କ୍ରୀଡ଼ାପ୍ରେମୀମାନେ ମତ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP